-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସାଧନା ଓ ନିଷ୍ଠା ବିନା ସଂଗୀତକୁ ଅକ୍ତିୟାର ସମ୍ଭବ ହୋଇ ନ ପରେ

07-May-2025



ବଲାଙ୍ଗିର(ପ୍ରେରଣା ଖବର): ସଂଗୀତକୁ ଅକ୍ତିୟାର କରିବାକୁ ହେଲେ ସାଧନା ଓ ନିଷ୍ଠାର ନହାତି ଆବଶ୍ୟକ। ଯିଏ ଯେତେ ସାଧନା କରିବ କଳା କ୍ଷେତ୍ରରେ ସେତିକି ନିଷ୍ଠାର ସହ ଆଗକୁ ବଢ଼ି ପାରିବ।

ସ୍ଥାନୀୟ ଟାଉନ ବାଳିକା ଉଚ୍ଚବିଦ୍ୟାଳୟ ଠାରେ ସଂଗୀତ ମହାବିଦ୍ୟାଳୟ ପଞ୍ଚମର ୨୯ତମ ବାର୍ଷିକୋତ୍ସବ ଅବସରରେ ଅତିଥି ମାନେ ଏହା ମତପ୍ରକାଶ କରିଛନ୍ତି। ସଭାର ପ୍ରଥମ ପର୍ଯ୍ୟାୟରେ ସ୍ୱର୍ଗତ ବ୍ରଜମୋହନ ମିଶ୍ର ଓ ସୁନୀଲ ମହାରଣାଙ୍କ ଆତ୍ମାର ଶାନ୍ତି ପାଇଁ ନିରବ ପ୍ରାର୍ଥନା କରାଯିବା ପରେ ସଂପାଦକ ଦିବ୍ୟ ରଞ୍ଜନ ପଟ୍ଟନାୟକ ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ । ମୁଖ୍ୟ ଅତିଥି ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ଓ ସମ୍ମାନିତ ଅତିଥି ଡ଼ ଶ୍ରୀକର ମିଶ୍ର ବରିଷ୍ଠ କଣ୍ଠଶିଳ୍ପୀ ସଙ୍ଗୀତ ନିର୍ଦ୍ଦେଶକ ଦୀପ୍ତି ପ୍ରକାଶ ଦାସଙ୍କୁ ଗୁରୁଶ୍ରୀ ଚିତ୍ତରଞ୍ଜନ ସାହାଣୀ ସ୍ମୁତି ସମ୍ମାନ, ଯୁବ କଣ୍ଠଶିଳ୍ପୀ ତନ୍ମୟ କୁମାର ଓ ବର୍ଷାରାଣୀ ବହିଦାରଙ୍କୁ ଯଥାକ୍ରମେ ପ୍ରଫୁଲ୍ଲ ପ୍ରଧାନ ଓ ମୁରଲିଧର ବେହେରା ଯୁବ ପତିଭା ପୁରସ୍କାର, ସମାଜସେବୀ ଅଙ୍କୁଶ ପାଣ୍ଡିଆଙ୍କୁ ଭଗବାନ ପତି ସ୍ମୁତି ସମ୍ମାନ ରେ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରିଥିଲେ l ଚଳିତ ବର୍ଷର ଶ୍ରେଷ୍ଠ ଛାତ୍ର ଭାବେ ତବଲା ବିଭାଗର ଛାତ୍ର ବ୍ରଜ ମୋହନଦାସଙ୍କ ସ୍ମୁତିରେ ଅଦ୍ୱେତ ସାହୁ ଓ ଶ୍ରେଷ୍ଠ ଛାତ୍ରୀର ପୁରସ୍କାର  ଜ୍ଞାନଦା କର ସ୍ମୁତିରେ ପ୍ରଣତି ମହାରଣାଙ୍କୁ ପ୍ରଦାନ କରାଯାଇଥିଲା । ଅନୁଷ୍ଠାନର ସଭାପତି ମୁରଲିଧାରୀ ପତିଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଧନ୍ୟବାଦ ଅର୍ପଣ କରିଥିଲେ ଗୁରୁଶ୍ରୀ ଗୌର କିଶୋର ମହାପାତ୍ର । ସଭାକାର୍ଯ୍ୟ ପରେ ବିଦ୍ୟାଳୟ ଗୁରୁ ଗୌର କିଶୋର ମହାପାତ୍ର,ମୁରଲିଧାରୀ ପତି ଓ ସିରିଶା ସୁଭଦର୍ଶିନୀ ପତିଙ୍କ ନିର୍ଦେଶନାରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ତବଲା ବାଦନ, 

ଓଡିଶୀ ନୃତ୍ୟ, ଗୋଷ୍ଠୀ ସଙ୍ଗୀତ,ଲଘୁ ଶାସ୍ତ୍ରୀୟ ନୃତ୍ୟ, ଶିବ ତାଣ୍ଡବ ଓ ଗୀତିନାଟ୍ୟ କାଞ୍ଚି ଅଭିଯାନ ପ୍ରଦର୍ଶନ କରାଯାଇ ଥିଲା l ବାଦ୍ୟଯନ୍ତ୍ର ଓ ଅନୁସଙ୍ଗିକରେ ସହଯୋଗ କରିଥିଲେ ସମ୍ବିତ, ଶୁଭେନ୍ଦୁ, କ୍ରିଷ୍ଣରାଜ, ସଂସ୍କାର ସୋମ, ସ୍ୱରିତ,

ଚୈତନ୍ୟ ମଟାରୀ, ମନୋରଞ୍ଜନ ବେହେରା, ରାଜେଦ୍ର ନାୟକ, କ୍ଷେତ୍ରବାସୀ ପ୍ରମୁଖ ।  ବିଳମ୍ବିତ ରାତି ପର୍ଯ୍ୟନ୍ତ ସାହସ୍ରାଧିକ ଦର୍ଶକଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଗୁରୁ ଦୀପକ କୁମାର ବରାଳ ଗୁରୁ ଡି. ଶଙ୍କର ନାରଣ ମୂର୍ତ୍ତି,  ପ୍ରଭାଞ୍ଜନ ରାୟଗୁରୁ, ରମଣୀରଞ୍ଜନ ପଟ୍ଟନାୟକ, ଜିକୁ, ରାଜ, ସୋନୁ, ଡାକ୍ତର, ଆଶୁ, ସୁଦାମ, ସଂଜୀବ, ସରୋଜ, ନୀଲୀପ, ଶିବା ଏବଂ ଅନୁଷ୍ଠାନ ର ଅନ୍ୟାନ୍ୟ ସଭ୍ୟ ବୃନ୍ଦ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like