-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଶୀତଳଷଷ୍ଠୀ ଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି : ଚାରିଦିଗରେ ନିର୍ମାଣ

07-May-2025



 


ସମ୍ବଲପୁର : (ସଂଜୀବ ପାଣିଗ୍ରାହୀ) - ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଆୟୋଜନ ସକାଶେ ଜିଲ୍ଲାପାଳ ସିଦ୍ଧେଶ୍ଵର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶୀତଳଷଷ୍ଠୀ ଯାତ୍ରା ସମୟରେ ଗ୍ରୀଷ୍ମ ମୁକାବିକା, ପାନୀୟ ଜଳ, ନିରନ୍ତର ବିଦ୍ୟୁତ୍ ଯୋଗାଣ ଆଦି ସୁନିଶ୍ଚିତ କରିବା ପାଇଁ ଜିଲାସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ। ଏଥିସହ ଶୀତଳଷଷ୍ଠୀ ଶୋଭାଯାତ୍ରା ମାର୍ଗରେ ସ୍ବତନ୍ତୁ ଜୋରଣ ନିର୍ମାଣ, ରାସ୍ତା ମରାମତି ଓ ଆଲୋକାକରଣ, ସହରର ପରିମଳ ବ୍ୟବସ୍ଥା, ସଚ୍ଛତା ଆଦି ଉପରେ ଗୁରୁତ୍ୱାରୋପ କରିଥିଲେ । ଅଂଶୁଘାତର ମୁକାବିଲା ପାଇଁ ସହରର ୧୭ଟି ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ଅସ୍ଥାୟୀ ଗ୍ରାସ୍ଥ୍ୟଶିଦିର ସ୍ଥାପନ କରାଯାଇ ଚିକିତ୍ସକ ଓ ଆମ୍ବୁଲାନ୍ସ ନିୟୋଜିତ କରିବା, ଯଥେଷ୍ଟ ପରିମାଣର ଓଆର୍ ଏସ୍ ପାନୀୟ ଓ ଔଷଧ ମହଜୁଦ ରଖିବାକୁ ସ୍ବାସ୍ଥ୍ୟ ବିଭାଗକୁ ସେ ପରାମର୍ଶ ଦେଇଥିଲେ। ଦିନ ଶୋଭାଯାତ୍ରା ସମଯରେ ଭକ୍ତ ଶ୍ରଦ୍ଧାଳୁ ଓ କଳାକାରଙ୍କ ଉପରେ ଅଗ୍ନିଶମ ବିଭାଗ ଓ ମହାନଗର ନିଗମ ପକ୍ଷରୁ ଜଳସିଞ୍ଛନର ବ୍ୟବସ୍ଥା କରାଯିବ। ସହରବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖ୍ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ କରାଯାଇ ମହାନଦୀର ଜଳସ୍ତର ବୃଦ୍ଧି କରାଯିବ। ଆଖପାଖ ସହର ଓ ଗ୍ରାମବାସୀଙ୍କ ପାଇଁ ସମ୍ବଲପୁରକୁ ଅଧିକ ବସ୍ ଚଳାଚଳ ଲାଗି ଜିଲ୍ଲାସ୍ତରରେ ବ୍ୟବସ୍ଥା କରିବାକୁ ସମ୍ପୃକ୍ତ ବିଭାଗକୁ ଜିଲ୍ଲାପାଳ ପରାମଶି ଦେଇଥିଲେ।
ଆରକ୍ଷୀ ଅଧୀକ୍ଷକ ମୁକେଶ କୁମାର ଭାମୁ ଶୀତଳଷଷ୍ଠୀ ଯାତ୍ରାକୁ ଶାରିଶୃଙ୍ଖଳାର ସହ ଆୟୋଜନ ପାଇଁ ସୁଗମ ଟ୍ରାଫିକ ବ୍ୟବସ୍ଥା ଓ ଅପରାଧ ନିଯନ୍ତ୍ରଣ ଉପରେ ଗୁରୁତ୍ୱାରୋପ କରିଥିଲେ । ଯୁଗଳ ଦର୍ଶନ ଶୋଭାଯାତ୍ରା ସମୟରେ ସହରରେ ଚଳାଚଳ କରୁଥିବା ଆମ ବସ୍ ସେବାର ପଥ ପରିବର୍ତ୍ତନ କରାଯିବ। ସେହିପରି ସମ୍ବଲପୁରରୁ ଓ ସମ୍ବଲପୁର ଦେଇ ବିଭିନ୍ନ ସହରକୁ ଯାତ୍ରା କରୁଥିବା ରାତ୍ରିକାଳୀନ ବସ୍ ଯାତ୍ରା ଦୁଇଦିନ ସହରକୁ ପ୍ରବେଶଉପରେ କଟକଣା ଲାଗୁ କରାଯିବ । ଏହି ସମୟରେ ମୁଖ୍ୟତଃ ଫିରୋଡ଼ରେ ଯାତାୟାତ ପାଇଁ ଗୁରୁତ୍ବ ଦିଆଯିବ I ଯାତ୍ରା ସମୟରେ ଗାଡିପାଙ୍କ ପାଇଁ ସହରରେ କେତେକ ନିର୍ଦିଷ୍ଟ ପାର୍ଟିସ୍ଥଳ କରାଯିବ । ଯାତ୍ରା ସମୟରେ ସମାଜ୍ୟ ଚରୁରୀକାଳୀନ ପରିସ୍ଥିତିରେ ଅଭିଶ୍ରମ ଓ ଆମ୍ବୁଲାନ୍ସ ଯାତାୟତ ପାଇଁ ବ୍ୟବସ୍ଥା କରାଯିବ । ସହରରେ ଯେକୌଣସି ଆଇନ ଶୃଙ୍ଖଳା ପରିସ୍ଥିତିର ମୁଜାନିଲା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ବୋଲି ଏସ୍‌ପି ଶ୍ରୀ ଭାମୁ କହିଥିଲେ । ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ (ସାଧାରଣ) ଅଶୋଳ ଭୋଇ, ଅତିରିକ୍ତ ଜିଲ୍ଲାପଳ (ରାଜସ୍ୱ) ସୁଧାଂଶୁ କୁମାର ଭୋଇ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଜୟ ମୁକାର ମିଶ୍ର ଓ ଶଶାଙ୍କ ଶେଖର ବେହୁରା, ଉପଜିଲ୍ଲାପାଳ ଡଃ ପୁଷ୍ପାଞ୍ଜଳି ପଣ୍ଡା ପ୍ରମୁଖ ଯୋଗଦେଇଥିଲେ । ବିଭିନ୍ନ ଶୀତଳଷଷ୍ଠୀ ଯାତ୍ରା କମିଟିର କାର୍ଯ୍ୟକର୍ତ୍ତା ଓ ଅନ୍ୟାନ୍ୟ ବିଭାଗୀୟ ଅଧୂଜାରୀ ମଧ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like