-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ରାଜ୍ୟ

ସମ୍ବଲପୁର ଆରଡିସି ଅଫିସ ଘେରାଉ ବେଳେ ଉତ୍ତେଜନା, ପୁଲିସ-ବିଜେପି କର୍ମୀ ମୁହାଁମୁହିଁ, ରାଜ୍ୟ ବିଜେପି ସଭାପତି ଅଟକ

21-Jan-2021



ସମ୍ବଲପୁର (ପ୍ରେରଣା ଖବର): ବିଜେପି କର୍ମୀମାନେ ଆଜି ସମ୍ବଲପୁରରେ ଆରଡିିସି ଅଫିସ ଘେରାଉ ବେଳେ ଉତ୍ତେଜନା ଦେଖାଯାଇଛି। ପୁଲିସ ସହ ବିଜେପି ନେତା ଓ କର୍ମୀମାନଙ୍କର ଧସ୍ତାଧସ୍ତି ହୋଇଛି। ଏହି ଘଟଣା ପରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ପୁଲିସ ଉଠାଇନେଇ ଅଟକ ରଖିଛି। ମଣ୍ଡିରୁ ଧାନ ନଉଠିବା ଘଟଣାକୁ ନେଇ ବିଜେପି ଆଜି ଆନ୍ଦୋଳନକୁ ଜୋରଦାର କରିଛି। ସମ୍ବଲପୁରରେ ଆରଡ଼ିସି ଅଫିସ ଘେରାଉ କରିବା ପାଇଁ ଦଳର ନେତା ଓ କର୍ମୀମାନେ ଆଜି ଏକାଠି ହୋଇଥିଲେ । ରାଜ୍ୟ ସରକାରଙ୍କ ଚାଷୀ ମାରଣା ନୀତି ବିରୋଧରେ ବିଜେପି ରଣ ହୁଙ୍କାର ଦେଇଥିଲା । ସାରା ରାଜ୍ୟରେ ଚାଷୀଙ୍କ ଧାନ ବିକ୍ରି ପାଇଁ ବିଭିନ୍ନ ସମସ୍ୟା ଲାଗି ରହିଛି । ଚଳିତ ବର୍ଷ ମଣ୍ଡି ଖୋଲିବାଠୁ ବିଭିନ୍ନ ସମସ୍ୟା ଦେଖା ଦେଇଛି । ଟୋକନ ଅବ୍ୟବସ୍ଥା, ମିଲର କଟନି ଛଟନି, ଟୋକନ ଲେପ୍ସ ହେବା ଏବଂ ମାସ ମାସ ଧରି ଧାନ ମଣ୍ଡିରେ ପଡ଼ି ରହିବା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଚାଷୀ । ଚାଷୀଙ୍କ ସମର୍ଥନରେ ବିଜେପିର ଏହି ଆନ୍ଦୋଳନରେ ପଶ୍ଚିମ ଓଡିଶାର ୫ଟି ସଂସଦୀୟ କ୍ଷେତ୍ର ବା ୩୭ଟି ବିଧାନସଭା କ୍ଷେତ୍ରୀୟ ଅଂଚଳର ଚାଷୀଙ୍କ ସହ ବିଜେପି କର୍ମୀ ଓ ଚାଷୀ ସମର୍ଥକ ଆନ୍ଦୋଳନକୁ ଓହ୍ଲାଇଥିଲେ ।

ପୂର୍ବରୁ ସୂଚନା ଦେବା ପରେ ମଧ୍ୟ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କୁ ସାକ୍ଷାତ କରେଇ ନଦେବା ଓ ବେନିୟମ ଗିରଫଦାବୀ ପ୍ରତିବାଦ ସଙ୍ଗେ ସଙ୍ଗେ ମଣ୍ଡିରୁ ଧାନ ନଉଠିବା ପର୍ଯ୍ୟନ୍ତ ଥାନାରୁ ଉଠିବେ ନାହିଁ  ବୋଲି ବିଜେପି ନେତୃମଣ୍ଡଳୀ ଚେତାବନୀ ଦେଇଛନ୍ତି। ସମ୍ବଲପୁର ଟାଉନ ଥାନାରେ ବିରୋଧୀ ଦଳ ନେତା, ସାଂସଦ ଗଣ, ବିଧାୟକ ଗଣ, ବିଜେପି ରାଜ୍ୟ ସଭାପତି ଓ ବିଜେପି ନେତୃମଣ୍ଡଳୀ ଧାରଣାରେ ବସିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like