-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||     

HOME   ରାଜ୍ୟ

ଜାତିଭିତ୍ତିକ ଜନଗଣନା ନେଇ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ସମ୍ମୁଖରେ

07-May-2025



 

 
ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ) - ସମ୍ବଲପୂର ଜିଲ୍ଲା କଂଗ୍ରେସ କମିଟି   ସମ୍ମୁଖରେ ବିଜୟ ଉତ୍ସବ ପାଳନ କରାଯାଇଥିଲା।ଭାରତରେ ଜାତିଭିତ୍ତିକ ଜନଗଣନା କରାଯିବା ପାଇଁ ସଂସଦରେ ବିରୋଧିଦଳ ନେତା ରାହୁଲ ଗାନ୍ଧୀଙ୍କ ବାରମ୍ଵାର ଦାବି ଫଳରେ କେନ୍ଦ୍ର ସରକାର ଜାତି ଭିତ୍ତିକ ଜନଗଣନା କରିବା ପାଇଁ ଶେଷରେ ସମ୍ମତି ପ୍ରକାଶ କରିଛନ୍ତି। ତେଣୁ ଆଜି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ସମ୍ମୁଖରେ ବିଜୟ ଉତ୍ସବ ପାଳନ କରାଯାଇ କାର୍ଯ୍ୟକ୍ରମ ମାଧ୍ୟମରେ ରାହୁଲ ଗାନ୍ଧୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ଜିଲ୍ଲା କଂଗ୍ରେସ କମିଟି ସଭାପତି ଜୟଶଙ୍କର ମିଶ୍ରଙ୍କ ନେତୃତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଣ ଫୁଟାଇ ଓ ମିଷ୍ଟାନ୍ନ ବଣ୍ଟନ କରି କଂଗ୍ରେସ କର୍ମୀ ଓ କର୍ମକର୍ତ୍ତା ମାନେ ବିଜୟ ଉତ୍ସବ ପାଳନ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିତେନ୍ଦ୍ର ପ୍ରଧାନ, ମହମ୍ମଦ ଜୁବେର, ଦିଲିପ୍ ଦୁରିଆ,ରବି ରାଉତ, ବିଜୟଲକ୍ଷ୍ମୀ ବେହେରା, ସସ୍ମିତା ପଟ୍ଟନାୟକ, ଜିତେନ୍ଦ୍ର ମହାନନ୍ଦ,ଫିଲିସ୍ପ କୁମାର, ସୁଜାତା ବଡ଼ପଣ୍ଡା,ଚୁମକି ମହାନନ୍ଦ, ସତ୍ୟନାରାୟଣ ସେନାପତି, ପ୍ରହଲ୍ଲାଦ ତାଣ୍ଡି, ଓକିଲ ଚୋୖଧୁରୀ, ସୁବର୍ଣ୍ଣ ମେହେର,ବବିତା ବଡ଼ପଣ୍ଡା, ମକରଧ୍ବଜ ରଣବିଢା, ଏମଡି କଲିମ, ଏମଡି ସଲିମ,ସାମା ସିଂ ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026

You Might Also Like