-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||     

HOME   ଜିଲ୍ଲା

ଯୁବତୀଙ୍କୁ ପୁଣି ଅପହରଣ ଅଭିଯୋଗ ଜେଲ୍‌ରୁ ବାହାରି ଅଭିଯୁକ୍ତର କାଣ୍ଡ ୬ ଅଭିଯୁକ୍ତ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

07-May-2025



 


ସମ୍ବଲପୁର : ନାବାଳିକାଙ୍କୁ ଶାରୀରିକ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ଜେଲ୍ ଯାଇଥିଲା ଅଭିଯୁକ୍ତ ଯୁଯୁମୁରା ଗାଁର ନବକିଶୋର ନାୟକ। ନିକଟରେ ଜାମିନ୍‌ରେ ମୁକୁଳିବା ପରେ ଏବେ ପୁଣି ଥରେ ରେ ଆଉ ଏକ କାଣ୍ଡ ଘଟାଇଛି ।
ପୀଡ଼ିତାଙ୍କଠାରୁ ପ୍ରତିଶୋଧ ନେବା ପାଇଁ ପୁଣି ଥରେ ଘରୁ ଅପହରଣ କରିବାକୁ ଉଦ୍ୟମ କରିଛି। ଏ ନେଇ ଯୁଯୁମୁରା ଥାନାରେ ଏତଲା ପରେ ପୁଲିସ୍ ୬ ଜଣଙ୍କୁ ଗିରଫ କରିଛି। ସମସ୍ତ ଅଭିଯୁକ୍ତ ହୀରାକୁଦ ଅଞ୍ଚଳର । ୮୦ ହଜାର ଟଙ୍କା ନେଇ ସେମାନେ ଅପହରଣ କରିବାକୁ ଯାଇଥିଲେ। ହେଲେ ମୁଖ୍ୟ ଅଭିଯୁକ୍ତ ନବକିଶୋର ନାୟକ ଫେରାର ରହିଛି।
ସୂଚନା ଅନୁସାରେ, ମୁଖ୍ୟ ଖଳନାୟକ ଯୁଯୁମୁରା ଗାଁର ନବକିଶୋର ନାୟକ କିଛି ବର୍ଷ ପୂର୍ବେ ଉକ୍ତ ଅଞ୍ଚଳର ଜଣେ ନାବାଳିକାକୁ ଘରୋଇ କାମରେ ସହଯୋଗ ପାଇଁ ନିଜ ଘରେ ରଖିଥିଲେ । ପରବର୍ତ୍ତୀ ସମୟରେ ଉକ୍ତ ନାବାଳିକାଙ୍କୁ ଶାରୀରିକ ନିର୍ଯାତନା ସହ ବଳାତ୍କାର କରିଥିଲେ । ବାରମ୍ବାର ବଳତ୍କାର କରିବା ସହ ନାବାଳିକାଙ୍କୁ ଘରୁ ଛାଡ଼ୁ ନଥିବା ତାଙ୍କ ବାପା ଯୁଯୁମୁରା ଥାନାରେ ଅଭିଯୋଗ କରିଥିଲେ। 

ଏହି ଘଟଣାରରେ ପୋକସୋ ମାମଲା ରୁଜୁ ହୋଇଥିଲା ହେଲେ ଘଟଣା ପରଠୁ ଫେରାର ଥିଲେ ନବକିଶୋର । ପୁଲିସ୍ ବିଭିନ୍ନ ସ୍ଥାନରେ ଖୋଳାଖୋଳି କରିବା ପରେ ପ୍ରାୟ ୬ ମାସ ପରେ ରାୟପୁରରୁ ଗିରଫ ହୋଇ ଜେଲ୍ ଯାଇଥିଲେ । ଏବେ କିଛି ମାସ ହେଲା ସେ ଜାମିନ୍‌ରେ ଆସିଥିଲେ । ଗତକାଲି ରାତିରେ ମୁଖ୍ୟ ଅଭିଯୁକ୍ତ ନବକିଶୋରଙ୍କ ନିର୍ଦ୍ଦେଶରେ ୬ରୁ ଅଧିକ ଯୁବକ ପୀଡ଼ିତାଙ୍କୁ ଅପହରଣ କରିବାକୁ ଯାଇଥିଲେ । ହେଲେ ପୁଲିସ୍‌ର  ଯାଞ୍ଚରେ ଧରାପଡ଼ି ଥିଲେ। ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ମୁଖ୍ୟ ଅଭିଯୁକ୍ତ ଏବେ ଫେରାର ରହିଛି।
ସୂଚନା ଅନୁସାରେ, ୮୦ ହଜାର ଟଙ୍କାରେ ହୀରାକୁଦ ଅଞ୍ଚଳର କିଛି ଯୁବକଙ୍କୁ ନେଇ ଅପହରଣ ନାଟକ ରଚିଥିଲା ଅଭିଯୁକ୍ତ ନବ ବକିଶୋର। ଅପହରଣ ପାଇଁ ଯାଇଥିବା ଜଣେ ଯୁବକଙ୍କ ମଧ୍ୟରେ ହୀରାକୁଦ ଅଞ୍ଚଳର ଜଣେ ବିଜେଡି ନେତାଙ୍କ ପୁଅ ମଧ୍ଯ ରହିଛନ୍ତି । ସେ ବି ଗିରଫ ହୋଇଥିବା ପୁଲିସ୍ କହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026

You Might Also Like