-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଗାଁ ବୁଗୁବୁଗା ରେ ଚବିଶ ପ୍ରହରୀ ନାମ ଯଜ୍ଞ ସମ୍ପନ୍ନ... ନଗର କୀର୍ତ୍ତନ ରେ ଦର୍ଶକ ବିଭୋର

07-May-2025



ଅତାବିରା(ଆକାଶ ମିଶ୍ର): ବରଗଡ ଜିଲ୍ଲା ଅତାବିରା ବ୍ଲକ ଗାଁ ବୁଗବୁଗା ଗ୍ରାମରେ ୨୪ ପ୍ରହରୀ ନାମଯଜ୍ଞ ହସଉଳ୍ଲାସରେ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଗତ ରବିବାର ବୈଶାଖ ଶୁକ୍ଳ ପକ୍ଷ ସପ୍ତମୀ, ପୁଷ୍ୟା କର୍କଟ ତିଥିରେ  ପ୍ରତି ବର୍ଷ  ଭଳି ସକାଳ ୭ ଟା ୪୫ ମିନିଟ ଲଗ୍ନେ ଗ୍ରାମର ଶତାଧିକ ମହିଳା ସମେତ ସପତ୍ନିକ କର୍ତ୍ତା , ସଙ୍କୀର୍ତ୍ତନ,ଘଣ୍ଟଶଙ୍ଖ ସହ  କଳଶ ଶୋଭାଯାତ୍ରା ମାଧ୍ୟମରେ କଳସ ଆଣି ନାମଯଜ୍ଞ ମଣ୍ଡପରେ ସ୍ଥାପନ କରିଥିଲେ I ପରେ  ଷୋଡଶ ପୂଜାବିଧିରେ

ଶ୍ରୀରାଧାକୃଷ୍ଣଙ୍କ ପୂଜା ପରେ ହରେ କୃଷ୍ଣ,  ହରେ ରାମ ମହାମନ୍ତ୍ର ନାମ ଶୁଭାରମ୍ଭ କରାଯାଇଥିଲା I ସମଗ୍ର ପୂଜାକାର୍ଯ୍ୟକୁ ପଣ୍ଡିତ  ଦିଲୀପ ରଥ ଓ ପର୍ଶୁରାମ ଦାଶ ପରିଚାଳନା କରିଥିବାବେଳେ ସୁଦାମ ଛନ୍ଦ ଓ ତାଙ୍କ ଧର୍ମପତ୍ନୀ ବବିଛନ୍ଦ କର୍ତ୍ତା ଦାୟିତ୍ବ ସଂପାଦନ କରିଥିଲେ I ଏହି  ନାମଯଜ୍ଞରେ ଏକ  ନିଆରା ଦୃଶ୍ୟ ଦେଖିବାକୁ ମିଳିଥାଏ lମାନସିକଧାରୀ ମାନେ  ରାଧାକୃଷ୍ଣଙ୍କ ପାଖରେ ମାନସିକ କରି ପୂଜା ମଣ୍ଡପରେ ଖଇ ଜୁଗlର ବସାଇ ଥାନ୍ତି। ଏହା ସହ ଦୀପ ଜାଳି ମାନସିକ କରନ୍ତି। ଚାରିଦିନ ଧରି ଗ୍ରାମରେ ସହଶ୍ରାଧିକ ଭକ୍ତଙ୍କ ପାଇଁ ଅନ୍ନକୋଟ ସହ ଜଳଖିଆ ବ୍ୟବସ୍ଥା ହୋଇଥିଲା। ପ୍ରତ୍ୟହ ସଂଧ୍ୟାରେ ଆଖପାଖର ଆଞ୍ଚଳିକ ସଂକୀର୍ତ୍ତନ୍ୟ ମଣ୍ଡଳି ଆସି ନାମଯଜ୍ଞରେ ସହଯୋଗ କରିଥିବା ବେଳେ, ପୂର୍ଣ୍ଣାହୂତି ଦିବସରେ 

ହିର୍ଲି ପାଲି, ପତ୍ରା ପାଲି ମହିଳା , ପଲ୍ସାପାଲି, ବାବେବୀରା, ଗରିଆଟିକରା ର ଉଦଣ୍ଡ ଓ ସିଂହପାଲି ରଙ୍ଗୀନ ସଂକୀର୍ତ୍ତନ୍ୟ ମଣ୍ଡଳୀ ଯୋଗଦାନ କରି ନଗର କୀର୍ତ୍ତନ ପ୍ରଦର୍ଶନ କରିଥିଲେ।  ପାଲି ବୁଗୁବୁଗାର କୁନି କୁନି ପିଲାଙ୍କ ସଙ୍କୀର୍ତ୍ତନ ବିଶେଷ କରି ଦର୍ଶକଙ୍କ ମନମୁଗ୍ଧ କରିଥିଲା । ହଜାର ହଜାର ସଂକୀର୍ତ୍ତନ ପ୍ରେମୀ ରାତି ତମାମ ସଂକୀର୍ତ୍ତନ୍ୟ ଉପଭୋଗ କରିଥିଲେ। ସମଗ୍ର ନାମଯଜ୍ଞରେ ସଭାପତି କପିଳାସ ମହାକୁର, ସମ୍ପାଦକ ଅନୁରୋଜ ଛନ୍ଦ,ୱାର୍ଡ ମେମ୍ବର ପବିତ୍ର ବେହେରା, ଏକାଦଶିଆ ଛନ୍ଦ,କୃଷ୍ନଦେବ ମହାକୁର ,ସତିଶ ଗୁରୁ ତଥା ସମସ୍ତ ଗ୍ରାମବାସୀ ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like