-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ବଡ ଭାଉଜଙ୍କ ଦେହାନ୍ତ

07-May-2025



ପାଇକମାଲ(ପ୍ରେରଣା ଖବର):  ଆଜି ସକାଳ ଭୋର ୫ଟା ସମୟରେ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ବଡ ଭାଉଜ ଶ୍ରୀମତୀ ସଂଯୁକ୍ତା ପୁରୋହିତଙ୍କ ତାଙ୍କ ପାଇକମାଲ ସ୍ଥିତ ବାସଭବନ ରେ ପରଲୋକ ହୋଇ ଯାଇଛି । ସ୍ବର୍ଗତ ସଂଯୁକ୍ତା ପୁରୋହିତ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ବଡ ଭାଇ ଶ୍ରୀ ବିଜୟ କୁମାର ପୁରୋହିତଙ୍କ ଧର୍ମପତ୍ନୀ ଅଟନ୍ତି । ଶ୍ରୀ ବିଜୟ ପୁରୋହିତ ସମ୍ବଲପୁର ମାଇନିଂ ଅଫିସ ରୁ ୨୦୧୬ ମସିହାରୁ ଅବସର ନେବାପରେ ପାଇକମାଲ ଗ୍ରାମରେ ସମସ୍ତ ୪ ଭାଇଙ୍କ ସହ ଏକାଠି ରହୁଥିଲେ । ସ୍ବର୍ଗତ ସଂଯୁକ୍ତା ପୁରୋହିତ ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ରୁ ବିଏସସି,ବିଇଡି ଡିଗ୍ରୀ ହାସଲ କରିବା ସହ କିଛି ବର୍ଷ ସମ୍ବଲପୁର ସ୍ଥିତ ଶ୍ରୀମାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଓ ପାଇକମାଲ ସ୍ଥିତ ଯମୁନା କନ୍ଦୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷକ ଭାବେ ଶିକ୍ଷକତା କରୁଥିଲେ । ସେ ଜଣେ ମେଲାପୀ ଓ ଧର୍ମପରାୟଣ ମହିଲା ଥିଲେ । ଗତ କିଛି ବର୍ଷ ଧରି ସେ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ବର ସ୍ଥିତ ଏମ୍ସ ହସ୍ପିଟାଲ ରେ ଚିକିତ୍ସିତ ହେଉଥିଲେ । ତାଙ୍କ ବିୟୋଗରେ ପାଇକମାଲ ଗାଁରେ ଶୋକର ଛାୟା ଖେଲି ଯାଇଛି । ତାଙ୍କର ଅନ୍ତିମ ସଂସ୍କାର ପାଇକମାଲ ସ୍ଥିତ ସ୍ବର୍ଗଦୁଆର ଠାରେ ଅନୁଷ୍ଠିତ ହେବା ବେଳେ ତାଙ୍କ ସ୍ବାମୀ ଶ୍ରୀ ବିଜୟ କୁମାର ପୁରୋହିତ ଓ ତିନିଭାଇ ଶ୍ରୀ ଗିରିଧାରୀ ପୁରୋହିତ,ଆଇନଜୀବୀ ରାମ ରତନ ପୁରୋହିତ,ସାଂସଦ ପ୍ରଦୀପ ପୁରୋହିତଙ୍କ ସମେତ ସମସ୍ତ ପରିବାର ବନ୍ଧୁ,ସଜ୍ବନ ଉପସ୍ଥିତ ଥିଲେ । ବଡପୁଅ ଶ୍ରୀ ସିଦ୍ଧାନ୍ତ ପୁରୋହିତ ମୁଖାଗ୍ନି ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like