-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କ ମାତୃ ବିୟୋଗ

07-May-2025



ସୋନପୁର,  (ମନୋରଞ୍ଜନ ତ୍ରିପାଠୀ):  ସୋନପୁର ଗଡ଼ଭିତର ନିବାସୀ ଶିକ୍ଷାବିତ୍ ବିଧୁ ଭୂଷଣ ପାଣିଗ୍ରାହୀଙ୍କ ଧର୍ମପତ୍ନୀ ତଥା ସାମ୍ବାଦିକ ମନୋରଞ୍ଜନ ପାଣିଗ୍ରାହୀଙ୍କ ମା‘ ଶୈବାଳିନୀ ପାଣିଗ୍ରାହୀ(୬୮)ଙ୍କ ଗତକାଲି ବିୟୋଗ ଘଟିଛି। ଦୀର୍ଘବର୍ଷ ହେଲା ସେ ମଧୁମେୟ, ହୃଦ୍ ଜନିତ ସମସ୍ୟାରେ ପୀଡ଼ିତ ଥିଲେ।  ଗତକାଲି ଅପରାହ୍ନରେ ହଠାତ୍ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସନ୍ଧ୍ୟା ପ୍ରାୟ ୭ଟାରେ ତାଙ୍କ ବିୟୋଗ ଘଟିଥିଲା। ମୃତ୍ୟୁଶଯ୍ୟା ନିକଟରେ ଚାରି ପୁତ୍ର ମନୋରଞ୍ଜନ, ମାନସରଞ୍ଜନ, ସିଦ୍ଧାର୍ଥ, ବେଦପ୍ରକାଶ, ତିନି ପୁତ୍ରବଧୂ, ନାତି ଜିତାମିତ୍ର, ଶୀତିକଣ୍ଠ, ସମ୍ଭବ, ନାତୁଣୀ ସାମ୍ଭବୀ ଓ ବନ୍ଧୁବର୍ଗ ଉପସ୍ଥିତ ଥିଲେ। ସ୍ଵର୍ଗତା ପାଣିଗ୍ରାହୀ ଜଣେ ଧର୍ମପରାୟଣା, ସ୍ନେହୀ, ପରୋପକାରୀ ମହିଳା ଭାବେ ପରିଚିତ ଥିଲେ। ଆଜି ପ୍ରତ୍ୟୁଷରେ ସୋନପୁର ରାମେଶ୍ବରସ୍ଥିତ ତ୍ରିବେଣୀ ସଙ୍ଗମ ସ୍ୱର୍ଗଦ୍ୱାରରେ ତାଙ୍କ ଅନ୍ତିମ ସତ୍କାର କରାଯାଇଥିଲା। ବଡ଼ପୁଅ ମନୋରଞ୍ଜନ ମୁଖଗ୍ନି ଦେଇଥିଲେ। ଶବାଧାରରେ ସହରର ଅନେକ ବ୍ୟକ୍ତିବିଶେଷ, ବନ୍ଧୁବର୍ଗ, ଆତ୍ମୀୟ ସ୍ୱଜନ ସାମିଲ ଥିଲେ। ତାଙ୍କ ବିୟୋଗରେ ପରିଚିତ ମହଲରେ ଶୋକପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026

You Might Also Like

   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk