-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||     

HOME   ଜିଲ୍ଲା

ଭେଡେନ୍ ‌: ବାଲି ଵୋଝେଇ ଟ୍ରାକ୍ଟର ସହ ବାଇକର ମୁହାଁମୁହିଁ ଧକ୍କା; ମାଆ-ଝିଅ ମୃତ, ବାପା ଗୁରୁତର

21-Jan-2021



ଭେଡେନ୍‌ (ପ୍ରେରଣା ଖବର): ବରଗଡ଼ ଜିଲ୍ଲାର ଭେଡେନ୍‌ ବ୍ଲକ୍‌ରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ବ୍ଲକ୍‌ର ବୁର୍ଦ୍ଦା ନିକଟରେ ଏକ ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ ମୁହାମୁହିଁ ଧକ୍କା ହେବାରୁ ବାଇକରେ ବସିଥିବା ୨ ଜଣଙ୍କର ମୃତ୍ୟୁ ଘଟିଛି। ଉକ୍ତ ବାଇକ୍‌ରେ ସମୁଦାୟ ୩ ଜଣ ଆରୋହୀ ଥିଲେ। ପଛରେ ବସିଥିବା ୨ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ବାଇକ୍‌ ଚାଳକ ଜଣକ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ମୃତକ ଦ୍ବୟ ହେଉଛନ୍ତି ସତ୍ବଞ୍ଜଳି ବାରିକ(୪୦) ଓ ପ୍ରତୀକ୍ଷା ବାରିକ(୪)। ଗୁରୁତର ବାଇକ ଚାଳକ ଜଣକ ହେଉଛନ୍ତି ମାନଧାତା ବାରିକ।  ଏମାନେ ସମସ୍ତେ ଗୋଟିଏ ପରିବାରର। ଏମାନଙ୍କ ପ୍ରକୃତ ଘର ବଲାଙ୍ଗୀର ଜିଲ୍ଲାର ବେନ୍ଦ୍ରା ହୋଇଥିବା ବେଳେ ଉକ୍ତ ପରିବାର ବୁର୍ଲାରେ ରହୁଥିଲେ। ଏକ ବାଇକ ରେ ସ୍ବାମୀ ସ୍ତ୍ରୀ  ନିଜ ପିଲାକୁ ଧରି ଭେଡେନକୁ ଆସୁଥିବା ବେଳେ ଭେଡେନ ପଟରୁ ଏକ ବାଲି ବୋଝେଇ ଟ୍ରାକ୍ଟର ସହ ବୁର୍ଦ୍ଦା ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ମାଆ ଓ ଝିଅଙ୍କର ମୃତ୍ୟୁ ଘଟିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026

You Might Also Like