-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||     

HOME   ଜିଲ୍ଲା

ଟିକାବାଲି:   ଯୁଆଡ଼େ  ଦେଖିବ ସିଆଡେ ଖାଲି ଅଳିଆ ଗଦା ଗଦା

08-May-2025



ଫୁଲବାଣୀ ଜିଲ୍ଲା ଟିକାବାଲି ପଞ୍ଚାୟତ ମଧ୍ୟରେ ଥିବା ଡ୍ରେନ୍ରରେ କୁଢ଼ କୁଢ଼ ଅଳିଆ ଆବର୍ଜ୍ଜନା ଯୋଗୁଁ ଏକ ଅସ୍ଵାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି l ସାମାନ୍ୟ ବର୍ଷା ହେଲେ ରାସ୍ତାରେ କୃତ୍ରିମ ବନ୍ୟା ସୃଷ୍ଟି ହେବା ସହିତ ଡ୍ରେନ ଜାମ୍ ହେଇଯାଉଛି l ପାଣି ଉଛୁଳି ରାସ୍ତାରେ ପାଣି ଯାଉଛି l

  ଏପରି କିଛି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳୁଛି ଫୁଲବାଣୀ ଜିଲ୍ଲା ଟିକାବାଲି ବଜାର ମଧ୍ୟରେ l  ଯୁଆଡ଼େ  ଦେଖିବ ସିଆଡେ ଖାଲି ଅଳିଆ ଗଦା ଗଦା l ପଞ୍ଚାୟତ ସାମ୍ନା ବସଷ୍ଟାଣ୍ଡ ଡ୍ରେନ ରେ ମଧ୍ୟ ଅଳିଆ ଦେଖିବାକୁ ମିଳିଛି l ରାସ୍ତା କଡର ଦୋକାନ ସାମ୍ନାରେ ଗଦା ଗଦା ଅଳିଆ ଆବର୍ଜ୍ଜନା ଦେଖିବାକୁ ମିଳିଛି l  ବଜାର ରାସ୍ତା ଯିବାଆସିବା  କଲାବେଳେ ଦୁର୍ଗନ୍ଧରେ ରେ ନାକ ଫାଟି ପଡୁଛି l  ପଞ୍ଚାୟତ ହେଉ ଅବା ବ୍ଳକ ପ୍ରଶାସନ ପକ୍ଷରୁ ସଫେଇ କରିବାରେ ବ୍ୟବସ୍ଥା କରାଯାଉନଥିବା ଯୋଗୁଁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଉଛି l

(ରମେଶ ପଣ୍ଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026

You Might Also Like