-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

*ବିଶ୍ୱ ରେଡ କ୍ରସ ଦିବସ ଅବସର ରେ ରକ୍ତ ଦାନ ଶିବିର ଅନୁଷ୍ଠିତ*- *୪୧ ୟୁନିଟ୍ ରକ୍ତ ସଂଗ୍ରହ*

08-May-2025



ସୋନପୁର ( ମନୋରଞ୍ଜନ ତ୍ରିପାଠୀ)
 ବିଶ୍ୱ ରେଡକ୍ରସ୍ ଦିବସ ତଥା ରେଡକ୍ରସ ପ୍ରତିଷ୍ଠାତା ଜିନ୍ ହନରି ଦୁନାନ୍ତ ଙ୍କ ଜନ୍ମ ବାର୍ଷିକୀ ଅବସରରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ଜେନ୍ଦ୍ର ରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାଶ ଶୁଭ ଉଦ୍ଘାଟନ କରି ରକ୍ତ ଦାତା , ରେଡକ୍ରସ ସଦସ୍ୟା, କର୍ମଚାରୀ ଓ ସ୍ୱେଚ୍ଛାସେବୀ ଙ୍କୁ ଉତ୍ସାହିତ କରିଥିଲେ l ସି ଡ଼ି ଏମ ପି ଏଚ ଓ ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵl ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଏ ଡି ଏମ୍ ଓ ଡ଼ା ଦୁର୍ଗା ଦତ୍ତ ଦାଶ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ, ରେଡ୍ କ୍ରସ୍ ସଂପାଦକ ସଂଗ୍ରାମ କିଶୋରୀ ଜେନା, ବ୍ଲଡ ବ୍ୟାଙ୍କ ଅଫିସର ମାନସ ରଞ୍ଜନ ଦାଶ ଯୋଗ ଦେଇ ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ l   ଡି ପି ଓ ବିଶ୍ଵନାଥ ନାୟକ, ଆଲୋକ ଦାଶ, ଏସ ବି ଆଇ ଆର୍ ଟି ସି ନିର୍ଦ୍ଦେଶିକା ଚୁଳେଶ୍ୱରି ଦାଶ, ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ସ୍ବେଛାସେବୀ ଶ୍ରୀବତ୍ସ ମଲ୍ଲିକ, ସାୟଦ ଅଲିମୁଲ୍ ଇସଲାମ, ମନୋରଞ୍ଜନ ତ୍ରୀପାଠୀ,ମନୋଜ ପଣ୍ଡା, ସୁଶାନ୍ତ ସାହୂ ପ୍ରମୂଖ ରେଡ କ୍ରସ ସଦସ୍ୟ , ସ୍ବଚ୍ଛ ଭାରତ ସଙ୍ଗଠନ, ବିଭିନ୍ନ ସଂଗଠନ କର୍ମକର୍ତା ମାନେ ମଧ୍ୟ ଏଥିରେ ସକ୍ରିୟ ସାମିଲ୍ ହୋଇ ସହଯୋଗ କରିଥିଲେ l ଆସିଷ୍ଟାଣ୍ଟ
 କଲେକ୍ଟର ଜ୍ୟୋତିର୍ମୟୀ ମଲ୍ଲିକ, ଏମ ଭି ଆଇ ରଶ୍ମି ରଞ୍ଜନ ସାହୁ, ଛାତ୍ରୀ ଶ୍ବେତା ପ୍ରଜ୍ଞା ପଣ୍ଡା, ଏସ ବି ଆଇ ଆର୍ ଟି ସି ର ଅନେକ ଛାତ୍ରୀ ଙ୍କ ସମେତ ସମୁଦାୟ ୪୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା l ରକ୍ତ କେନ୍ଦ୍ର ର ଟେକ୍ନିସିଆନ୍ ଜଗତ୍ ଦରୁଆନ, ଟିଟୁ ଭୋଇ, ସୁଶାନ୍ତ ନାୟକ, ରେବତୀ ମହାପାତ୍ର ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like