-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||     

HOME   ଜିଲ୍ଲା

ଅଜଣା ଟ୍ରକ୍ ଧକ୍କା ରେ ବାଇକ୍ ରେ ଥିବା ଯୁବକ ମୃତ,ଦୁଇ ଗୁରୁତର

08-May-2025



ଅତାବିରା(ଆକାଶ ମିଶ୍ର ) ବରଗଡ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଲାଦେର ପାଲି ଛକ ତ୍ରୁଟି ପୂର୍ଣ୍ଣ ତଥା ଅସମ୍ପୂର୍ଣ୍ଣ ୫୩ ନଂ ମୁଖ୍ୟ ଜାତୀୟ ରାଜପଥରେ ତିନି ଯୁବକ ଏକ ବାଇକ୍ ନଂ - ଓଡି ୧୭ ଏ ସି ୯୭୮୧  ଅତାବିରା ପଟୁ ଲାଦେର ପାଲି ଛକ ରେ ବୁଲାଣି କରି ପୁଣି ଅତାବିରା ପଟକୁ ମୁହା ଇବା ସମୟରେ ବରଗଡ଼ ରୁ ସମ୍ବଲପୁର ଅଭିମୁଖେ ଏକ ଦୃତଗାମୀ ଅଜଣା ଟ୍ରକ୍ ପାଖାପାଖି ପ୍ରାତଃ ୬ଘଣ୍ଟା ସମୟରେ ଜୋର୍ ଧକ୍କା ଦେଇ ଚମ୍ପଟ ମାରିଥିବା ଯୋଗୁଁ ତିନି ଜଣଙ୍କ ମଧ୍ୟରୁ ବାଇକ୍ ରେ ବସିଥିବା ନାବାଳକ ସିଲେଟ ର ରଞ୍ଜିତ ମୀରିଗ୍ ମୃତ ହୋଇ iଥିବା ବେଳେ ଅନ୍ୟ ବାଇକ୍ ଚାଳକ ବେଲ ପଡ଼ା ଗ୍ରାମର ରାଜେଶ୍ ସତନାମି(୧୮)ଓ ସିଂହ ପାଲି ଚମାରପଡ଼ାର ନାବାଳକ ରଞ୍ଜନ ମେହେର ଗୁରୁତର ଥିବା ଜଣା ପଡିଛି।ବିଶ୍ଵସ୍ତ ସୂତରୁ ଜଣା ପଡ଼ୁଛି ଯେ ବେଲ ପଡ଼ା ଗ୍ରାମର ରାଜେଶ୍ ସିଂହ ପାଲି ଗ୍ରାମର ନିଜ ଭିଣେଇ ଘରକୁ ବିବାହ ଉତ୍ସବକୁ ଆସିଥିବାବେଳେ ସେଠାରୁ ଦୁଇ ଜଣ ଯୁବକ ଙ୍କ ସହ ଭିଣେଇ କୁ ଗାଡ଼ି ଚାବି ମାଗି ଅତାବିରା କୁ ଯିବା ପାଇଁ କହି ଏଭଳି ଦୁର୍ଘଟଣା ର ଶିକାର ହୋଇଥିବା ଜଣା ପଡ଼ିଛି।ଘଟଣା ସ୍ଥଳରେ ଖବର ପାଇ ଅତାବିରା ପୋଲିସ ପହଞ୍ଚି ମୃତ ଯୁବକ ଙ୍କୁ ଶବ ବ୍ୟବଚ୍ଛେଦ ପାଇଁ ବରଗଡ଼ ଡାକ୍ତରଖନାକୁ ପଠାଇ ଗୁରୁତର ଯୁବକ ଙ୍କୁ ଚିକିତ୍ସା ପାଇଁ ଡାକ୍ତର ଖାନା କୁ ପଠାଇ ଅଧିକରୁ ଅଧିକ ତଦନ୍ତ ଜାରି ରଖିଥିବା ଜଣା ପଡ଼ିଛି।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   29-Apr-2026
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026
  ଜିଲ୍ଲା  
*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   29-Apr-2026
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026

You Might Also Like

               
  ଜିଲ୍ଲା  

ଗୋସେବା ଶିବିର