-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||     

HOME   ଜିଲ୍ଲା

ମଝି ରାସ୍ତାରେ କାର,ଅଟକି ରହିଲା ଲକ୍ଷ୍ମୀ ବସ

08-May-2025



ବିନିକା(ହିମାଂଶୁ ଶେଖର ପୁଟେଲ) ନୀତି ପ୍ରତିଦିନ ଗାଁ ଗହଳିର ଯାତ୍ରୀ ମାନଙ୍କୁ ନେ଼ଇ ଯାଉଥିବା ଓ ଏସ ଆର୍ ଟି ସି ଲକ୍ଷ୍ମୀ ବସ ରାସ୍ତା ମଝିରେ ଅଟକି ଥିବା ଏକ କାର ଯୋଗୁଁ ପ୍ରାୟ ଅଧଘଣ୍ଟା ଅଟକି ରହିଥିଲା ଫଳରେ ବସିଥିବା ବସର ଯାତ୍ରୀ ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା l ସୁଚନା ଅନୁସାରେ ଆଜି ଦିନ ପ୍ରାୟ ବାର ଟା ବେଳେ ବିନିକା ରୁ ଜୁଲୁଣ୍ଡl ଯାତ୍ରୀ ମାନଙ୍କୁ ଧରି ଅସୁଥିବା ଓ ଏସ ଆର୍ ଟି ସି ଲକ୍ଷ୍ମୀ ବସ ଚରଦା ମହାଦେବ ମନ୍ଦିର ପ୍ରାଙ୍ଗଣ ମୁଖ୍ୟ ରାସ୍ତାରେ ଏକ କାର ଅଟକି ରହିଥିବା ଯୋଗୁଁ ବସ ଟି ସାଇଟ୍ ନ ପାଇ ପ୍ରାୟ ଅଧଘଣ୍ଟା ସମୟ ଅଟକି ରହିଥିଲା l ଫଳରେ ପ୍ରଚଣ୍ଡ  ରୌଦ୍ରତାପ ଓ ଗ୍ରୀଷ୍ମ ର ଗୁଲଗୁଲିକୁ ସାହୁ କରି ନପାରି ଯାତ୍ରୀ ମାନେ ନିଜ ନିଜ ଘରକୁ ଯିବା ପାଇଁ ଆଉଟୁ ପାଉଟୁ ହୋଇଥିବା ଦେଖିବାକୁ ମିଳିଥିଲା ।ତଥାପି ମଧ୍ୟ ଅଟକି ରହିଥିବା କାର ଚାଲକ ଆସିନଥିଲେ l ପରେ ବସ କର୍ମଚାରୀ ବାଧ୍ୟ ହୋଇ  ଅନ୍ୟ ରାସ୍ତାରେ ବସକୁ ପାରିକରିଥିଲେ । ତେବେ କାର ଚାଳକଙ୍କ ଯୋଗୁଁ ବସ ଅଟକି ରହିଥିବା ଘଟଣାକୁ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   29-Apr-2026
  ଜିଲ୍ଲା  
ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   29-Apr-2026
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026
  ଜିଲ୍ଲା  
*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   29-Apr-2026
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026

You Might Also Like

                   
  ଜିଲ୍ଲା  

ଗୋସେବା ଶିବିର