-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

*ଅସରାଏ ବର୍ଷାରେ ବଡ଼ଦାଣ୍ଡ ବେହାଲ, ଆଗକୁ ରଥଯାତ୍ରା*- *ମୌଳିକ ଅଧିକାର ରୁ ବଞ୍ଚିତ ବଡ଼ ବଜାର ଅଞ୍ଚଳ ବାସୀ*-

08-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆସନ୍ତା ମାସରେ ଆସୁଛି ରଥଯାତ୍ରା ସେପଟେ ସହରର ବଡ଼ଦାଣ୍ଡ ତଥା ବିଜୁ ପଟ୍ଟନାୟକ ଛକ ଠାରୁ ବଡ଼ବଜାର ଏବଂ ସେଠାରୁ ଗାର୍ଲ୍ସ ହାଇସ୍କୁଲ ଛକ ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ସେପଟେ ସାମାନ୍ୟ ବର୍ଷା ରେ ବେହାଲ ହୋଇ ଯାଉଛି ବଡ଼ଦାଣ୍ଡ ଅବସ୍ଥା। କଲଭର୍ଟ ମାନେ ମଧ୍ଯ ବିଭିନ୍ନ ସ୍ଥାନରେ ଦବି ଯାଇଛି। ଏ ନେଇ ଜନ ସାଧାରଣରେ ବ୍ୟାପକ ଚାପା ଅସନ୍ତୋଷ ଦେଖା ଦେଇଛି। ପୌର ପରିଷଦ ପକ୍ଷରୁ ଦୀର୍ଘ ଦିନରୁ ଆରମ୍ଭ ହୋଇଥିବା ନୂତନ ଡ୍ରେନ କାମ ମଧ୍ଯ ଇତି ମଧ୍ୟରେ ବନ୍ଦ ହୋଇଯାଇଛି। ପୌର ପରିଷଦ ପକ୍ଷରୁ ଡ୍ରେନ କାମ ପାଇଁ ସ୍ଥାନୀୟ ପ୍ରାୟ ୯୦ ଭାଗ ଲୋକ ନିଜ ନିଜ ଘର ସାମନାରେ ଡ୍ରେନ ଉପରେ ମାଡି ବସିଥିବା ସ୍ଥାନ ମଧ୍ଯ ଖାଲି କରିଦେଇଛନ୍ତି ତଥାପି ଡ୍ରେନ କାମ ଆଗକୁ ବଢି ପାରୁନାହିଁ। ସାମାନ୍ୟ ବର୍ଷା ହେଲେ ରାସ୍ତା ଉପରେ ନର୍ଦ୍ଦମା ପାଣି ସୁଅ ଛୁଟୁଥିଲା ବେଳେ ଲୋକଙ୍କ ଘର ଭିତରକୁ ମଧ୍ଯ ପଶି ଯାଉଛି ପାଣି ଓ ଅଳିଆ ଆବର୍ଜନା। ଏ ନେଇ ଭିତରେ ଭିତରେ କୁହୁଳୁଛି ଅସନ୍ତୋଷ l ସବୁଠୁ ଆଶ୍ଚର୍ଯ୍ୟ ବିଷୟ ଯେ ଏ ଅଞ୍ଚଳ ରୁ ବିଭିନ୍ନ ଦଳରୁ ପୂର୍ବରୁ ଚାରି ପାଞ୍ଚ ଜଣ ପୌର ପରିଷଦ ଅଧ୍ୟକ୍ଷ ଦାୟିତ୍ବ ତୁଲାଇ କେବଳ ସାଧାରଣ ଲୋକ ଙ୍କୁ ଭୁଆଁ ଭୁଲାଇ ଛନ୍ତି ରୁଲାଇ ଛନ୍ତି l ପାଞ୍ଚ ଥର ର ବିଧାୟକ ମନ୍ତ୍ରୀ ବି କାମ କମ କଥା ବେଶି ସ୍କିମ୍ ରେ ଭୋଗ କରୁଛନ୍ତି ଏସି ରେ ବସି l ଲୋକ ସାମାନ୍ୟ ତମ ମୌଳିକ ଅଧିକାର ରୁ ବଞ୍ଚିତ ହେଉଛନ୍ତି। ଆଗକୁ ରଥଯାତ୍ରା ରାସ୍ତା ଓ ଡ୍ରେନ କାମ ଅତି ଶିଘ୍ର ନ ହେଲେ ଆଗକୁ ବଡ଼ ଆନ୍ଦୋଳନ ସାମନା କରିବ ପୌର ପରିଷଦ। ଏ ନେଇ ପୌର ପରିଷଦ ଅଧିକାରୀ ଋଷି ମାଝୀ ଙ୍କୁ ଯୋଗାଯୋଗ କରିବାରୁ ସେ ଦୁଃଖ ପ୍ରକାଶ କରିବା ସହ ରଥଯାତ୍ରା ଭିତରେ ସମସ୍ତ କାମ ଶେଷ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏବଂ ସୂଚନା ଦେଇଥିଲେ ଯେ ପିଚୁ ରାସ୍ତା ସହ ଡ୍ରେନ କାମ ପାଇଁ ପ୍ରାୟ ୧ କୋଟି ୨୦ ଲକ୍ଷ ଟଙ୍କାର ଟେଣ୍ଡର ସରିଯାଇଛି ଏବଂ ତୁରନ୍ତ କାମ ଆରମ୍ଭ କରିବା ପାଇଁ ଆଜି ହିଁ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ କ୍ଷେତ୍ର ପରିଦର୍ଶନ କରିବାକୁ ପ୍ରସ୍ତୁତି ହେଉଥିବା କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like