-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଅପରେସନ ଶୁଦ୍ଧି, ନିଶା ମୁକ୍ତ ଅଭିଯାନ, ଜିଲ୍ଲା ଯୁବ ପିଢୀ ଙ୍କୁ କରିବ ସଚେତନ

08-May-2025



(ଡୋଲେଶ୍ୱର ବାଗ)
 ନୂଆପଡା ଜିଲ୍ଲା ପୋଲିସ ପକ୍ଷ ରୁ ନିଶା ମୁକ୍ତ ଅଭିଯାନ "ଶୁଦ୍ଧି" ଆରମ୍ଭ ହୋଇଅଛି। ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜି. ଆର. ରାଘବେନ୍ଦ୍ରଙ୍କ ନିର୍ଦ୍ଦେଶକ୍ରମେ  ଜୋଙ୍କ ଥାନା ପୁଲିସ ଅବୈଧ ନିଶା କାରବାର ରେ ସଂପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ବିପୁଳ ପରିମାଣର ନିଶା ଔଷଧ ଜବତ କରିଛି । ଏସ୍ ପି  ରାଘବେନ୍ଦ୍ର ଏକ ସାମ୍ବାଦିକ ସମ୍ମିଳନୀରେ ଏହି ବିଷୟରେ ବିସ୍ତୃତ ସୂଚନା ଦେଇଛନ୍ତି ।ଅଭିଯୁକ୍ତମାନେ ହେଲେ ଖରିଆର ରୋଡର ୧୩ ନମ୍ବର ୱାର୍ଡର ଅତାର ମହମ୍ମଦ(୫୫), ସୋହେଲ ମହମ୍ମଦ(୨୩)  ଶାହରୁଖ ଖାନ (୩୨) ।ଏମାନଙ୍କଠାରୁ ୨ଗୋଟି ମୋବାଇଲ ସହ ନିଶା ଯୁକ୍ତ ୬୨୨ଟି ପେଣ୍ଟାଜୋସିନ ଲାକ୍ଟେଟ  ଇଞ୍ଜେକସନ ଜବତ କରାଯାଇଛି । ସୂଚନା ଯୋଗ୍ୟ ଯେ ଗତ ମାସ ୧୩ ତାରିଖଠାରୁ ନୂଆପଡା ଏସପିଙ୍କ ନିର୍ଦ୍ଦେଶକ୍ରମେ  ଜିଲ୍ଲା ବ୍ୟାପି ଅପରେସନ "ଶୁଦ୍ଧି "  ଅବୈଧ ନିଶା କାରବାର ଉପରେ ଚଢାଉ କରି ବେଆଇନ ଡ୍ରଗ୍ ସ୍, ମଦ, ଗଞ୍ଜେଇ, କଫ୍ ଶିରପ ଆଦି ପୋଲିସ୍ ଜବତ କରୁଛି । ବିଶ୍ୱାସନିୟ ସୂତ୍ରରୁ ଖବର ପାଇ ଜୋଙ୍କ ଥାନା ପୁଲିସ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଖରିଆରରୋଡ ସହରର ଓ୍ବାର୍ଡ ନମ୍ବର ୧୩ରେ ଅତାର ମହମ୍ମଦଙ୍କ ଘର ଉପରେ ଅତର୍କିତ ଚଢାଉ କରିଥିଲା । ସେଠାରୁ ଉପରୋକ୍ତ ନିଷିଦ୍ଧ ଇନଜେକ୍ସନ ସବୁ  ଜବତ କରାଯାଇଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like