-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ନିଶାମୁକ୍ତ ଗାଁ ପାଇଁ ଥାନା ଘେରିଲେ ମହିଳା

09-May-2025



ବେଲପଡ଼ା(ତ୍ରିନାଥ ବାଗ): ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଥାନା ପଣ୍ଡରିଯୋର ଗାଁରେ କେତେକ ଯୁବକ ଅମାନିଆ ହୋଇ ଗାଁରେ ବେଆଇନ ମଦ ବିକ୍ରୟ କରୁଛନ୍ତି I ଏନେଇ ଗାଁର ମହିଳାମାନେ ବାରମ୍ବାର ଅଭିଯୋଗ କଲେ ଵି କିଛି ସୁଫଳ ମିଳୁନାହିଁ I ଯାଦ୍ୱାରା ଅତିଷ୍ଠ ହୋଇ ଗୁରୁବାର ଗାଁର ଶତାଧିକ ମହିଳା ବେଲପଡ଼ା ଥାନା ଘେରାଉ କରିଥିଲେ I ଗାଁରେ ତୁରନ୍ତ ମଦ ବନ୍ଦ କରିବା ସହ ବେଆଇନ ଭାବେ ରନ୍ଧା ଓ ବିଦେଶୀ ମଦ ବିକ୍ରୟ କରୁଥିବା ଗାଁର ଦୁଇ ଜଣ ଯୁବକ କୈଳାଶ ଧରୁଆ ଏବଂ ଭଗବାନ ବାଗଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଥାନା ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି Iଗାଁ ଲୋକ ଅଭିଯୋଗ ମତେ ଗତ ୨.୨.୨୦୨୫ ତାରିଖ ଦିନ ଗାଁରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା Iଏଥିରେ ନିଷ୍ପତ୍ତି ନିଆଗଲା ଯେ ଉକ୍ତ ଦିନ ଠାରୁ ଗାଁରେ ସମ୍ପୂର୍ଣ୍ଣ ମଦ ବନ୍ଦ କରାଗଲା ଏବଂ ନିଶାମୁକ୍ତ ଗାଁ ପାଇଁ ଶପଥ ନିଆଗଲା Iଏହାର ଖିଲାପ କରାଗଲେ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ Iତଥାପି ଗାଁରେ କେତେକ ଲୋକ ଅମାନିଆ ହୋଇ ଦେଶୀ ବିଦେଶୀ ମଦ କାରବାର ଚଳାଇଛନ୍ତି I ଏହାଦ୍ୱାରା ଗାଁ ଅଶାନ୍ତି ଦେଖାଦେବା ସହ ଅସାମାଜିକ କାମ ବୃଦ୍ଧି ପାଉଛି I ମହିଳାମାନେ ରାସ୍ତାରେ ଯିବା ଆସିବାରେ ନିଜକୁ ସୁରକ୍ଷିତ ମଣୁନାହାନ୍ତି Iଏଥିପାଇଁ ଏହି ଗାଁର କାନ୍ତି ଧରୁଆ, କୁନି ଧରୁଆ, ଜାମାଦେଇ ଧରୁଆ, ମଦନା ମାଝୀ, ବନିତା ମିର୍ଦ୍ଧା, ପ୍ରଭାସିନୀ ବାଗ, ଯଶୋଦା ମାଝୀଙ୍କ ସହ ଅନ୍ୟମାନେ ମଦ ବିକ୍ରି ବନ୍ଦ ପାଇଁ ଥାନା ଅଧିକାରୀ ଅନନ୍ତ ପଧାନଙ୍କୁ ଦାବିପତ୍ର ଦେଇଛନ୍ତି I ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଗଲେ ଆଗାମୀ ଦିନରେ ଆନ୍ଦୋଳନ ପାଇଁ ଚେତାବନୀ ଦିଆଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like