-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଡକାୟତି ମାମଲାରେ ୮ଜଣଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ

09-May-2025



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ୨୦୨୩ ମସିହାରେ ଏକ ଡକାୟତି ଗ୍ୟାଙ୍ଗ ମନୋଜ ଦଣ୍ଡିଆ ଙ୍କ ଘର ଭିତରେ ପଶି ସୁନା ,ରୂପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ । ଏହି ଘଟଣାର ଶୁଣାଣୀ ଶୁକ୍ରବାର ମାନ୍ୟବର ସହକାରୀ ଦୌରାଜଜ ଙ୍କ ଅଦାଲତରେ ରାୟ ପ୍ରକାଶ କରି ଘଟଣା ରେ ସଂଶ୍ଲିଷ୍ଟ ଥିବା ୮ ଜଣଙ୍କୁ  ୭ ବର୍ଷ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଜୋରିମାନା ଅନାଦେୟ ୩ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଘଟଣା ପ୍ରକାରେ ସାରଙ୍ଗଡ଼ ଥାନା ଅଞ୍ଚଳରେ ୨୦୨୩ ମସିହା ଜୁନ ୯ ତାରିଖ ରାତ୍ରରେ ମନୋଜ ଦଣ୍ଡିଆଙ୍କ ଘରକୁ ଦୁଇଟି ଗାଡି ରେ ୮ଜଣ ଦୁର୍ବୁର୍ତ୍ତ ଆସି କବାଟ ବାଡେଇ ଜବରଦସ୍ତ ପଶି ସୁନା ,ରୂପା ଅଳଙ୍କାର ସାମଗ୍ରୀ, ମୋବାଇଲ ଓ ଘରେ ଥିବା ନଗଦ ୫୫ ହଜାର ଟଙ୍କା ଲୁଟି ନେଇଥିଲେ ।ଏ ନେଇ ସାରଙ୍ଗଡ଼ ଥାନାରେ କେଶ ନଂ. ୫୬/୨୩ ଏବଂ ଦଫା ନଂ. ୪୫୭ ଓ ୩୯୫ ପ୍ରକାରେ ମନୋଜ ଏକ ଏତଲା ଦାଏର କରିଥିଲେ l ଏତଲାକୁ ଭିର୍ତ୍ତି କରି ସାରଙ୍ଗଡ଼ ଥାନା ଅଧିକାରୀ ବିଦୁଲତା ବିଶ୍ଵାଳ ତଦନ୍ତ ଭାର ଗ୍ରହଣ କରି ଫୁଲବାଣୀ ଥାନା କେନ୍ଦୁ ପଦର ଗ୍ରାମର ଶଙ୍କର ଦିଗାଳ, ଫିରିଙ୍ଗିଆ ଥାନା ବାଲିଗଟା ଗ୍ରାମର ଅଙ୍ଗଦ ଦଳାଇ, ଜୋସେଫ ଦିଗାଳ, ସରୁକୋଇ ଗ୍ରାମର ରାଜନ ସାହାଣୀ, କାଡୁରାହା ଗ୍ରାମର କୀର୍ତ୍ତନ ଦିଗାଳ, ଆଠଗଡ଼ ଥାନା ରାଧା ବଲ୍ଲବ ପୁର ଗ୍ରାମର ସିପୁନ କୁମାର କବି, ସମସାରପୁର ଗ୍ରାମର ମାନ ଭଞ୍ଜନ ନାୟକ ଓ କୈବଲ୍ୟ ମାଳା ଗ୍ରାମର ଅଶୋକ ରାଉତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଏହି ଘଟଣାର ଶୁଣାଣୀ ଶୁକ୍ରବାର ମାନ୍ୟବର ସହକାରୀ ଦୌରାଜଜ ଅଦାଲତ ଙ୍କ ବିଚାରପତି ଅପୂର୍ବ କୁମାର ରାୟ ଉକ୍ତ ୮ଜଣଙ୍କୁ ଏହି ରାୟ ଶୁଣାଇଛନ୍ତି । ଏହି ମାମଲା ଟି ସରକାରୀ ଓକିଲ ସୁରେଶ କୁମାର ପଟ୍ଟନାୟକ ପରିଚାଳନା କରୁଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like