-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତ

10-May-2025



ସୁପ୍ରିୟା ଷଡଙ୍ଗୀଙ୍କ ରିପୋର୍ଟ

ରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତ ରେ  ୨,୩୪୮ ଟି ମାମଲା  ଫଇସଲା  ହୋଇ ସେଟେଲମେଣ୍ଟ ବାବଦକୁ ୫୯,୧୧,୦୭୪ ଟଙ୍କା ଆଦାୟ ହୋଇଅଛି

ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତରେ ଦୀର୍ଘ ଦିନ ଧରି ପଡିରହିଥିବା ୧୮୭ ଟି ମାମଲାର ଫଇସଲା ହୋଇ, ସମୁଦାୟ ୫୧,୧୯,୪୭୪ ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୨୧୩୫ ଟି ମାମଲା ଫଇସଲା ହୋଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୨୬ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୭,୯୧,୬୦୦ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍  ସତ୍ୟନାରାୟଣ ଷଡଙ୍ଗୀଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ l ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ପରିବାର ଅଦାଲତ ର ବିଚାରପତି ସଞ୍ଜିତ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତୀ ଅଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ଅପର୍ନା ମହାପାତ୍ର, ମହିଳା କୋର୍ଟ ର ବିଚାରପତି ଶ୍ରୀମତୀ ସସ୍ମିତା ମିଶ୍ର, ବରିଷ୍ଟ ଦେୱାନି ବିଚାରପତି  ଆଶିସ ପଟ୍ଟନାଏକ, ରେଜିଷ୍ଟ୍ରାର ରାଣା ଘୋସ୍, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ବର୍ଷା ଦାସ, ଗ୍ରାମ ନ୍ୟାୟଧିକାରୀ, କୋଲନରା ଶ୍ରୀମତୀ ଜ୍ୟୋତିରମୟୀ ଷଡଙ୍ଗୀ, ଜେ.ଏମ୍.ଏଫ୍.ସି  ରିଚିମିଲନ ପାତ୍ର, ରାୟଗଡା ବାର ଆସୋସିଏସନର ସଭାପତି ପଦ୍ମନାଭ ଦାସ ସହିତ ଅନ୍ୟ ଆଇନଜୀବୀ ପ୍ରମୁଖ ଯୋଗ ଦେଇଥିଲେ l ଏହି ଲୋକ ଅଦାଲତକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା  ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ  କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like