-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିଛୁବାହାଲି ଗାଁରେ ଚନ୍ଦନ ଯାତ୍ରା ମହୋତ୍ସବ

10-May-2025



ବେଲପଡ଼ା(ତ୍ରିନାଥ ବାଗ):  ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ ଅନ୍ତର୍ଗତ ବିଛୁବାହାଲି ଗୌନ୍ତିଆ ପଡ଼ା ଠାରେ ଶୁକ୍ରବାର ଦିନ ଠାରୁ ଚନ୍ଦନ ଯାତ୍ରା ମହୋତ୍ସବ ଆରମ୍ଭ ହୋଇଯାଇଛି I ଦୀର୍ଘ ପାଞ୍ଚ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଚନ୍ଦନ ଯାତ୍ରା ମହୋତ୍ସବ ଚନ୍ଦନ ପୁର୍ଣିମା ତଥା ବୁଦ୍ଧ ପୁର୍ଣିମାରେ ଉଦ୍‌ଯାପିତ ହେବା ସହ ବୈଶାଖ ବ୍ରତ ସମାପ୍ତ ହେବ I ଏହି ମହୋତ୍ସବରେ ପ୍ରତିଦିନ ମହାଭାରତର ବିରାଟପର୍ବ, ପୁରାଣ ପଠନ, ନାଵକେଳି ସାଙ୍ଗକୁ ପ୍ରତିଦିନ ରାତିରେ ଗୁପ୍ତବନବାସ, କିଚକବଧ, ଗୋଧନ ହରଣ, ଶ୍ରୀ ରାମଲୀଳା, ଅଭିମନ୍ୟୁ, ଉତ୍ତରାବାଲି ବିବାହ ପ୍ରଭୂତି ବିରାଟପର୍ବର ପୌରାଣିକ ନାଟକ ଗୁଡ଼ିକ ମଞ୍ଚସ୍ଥ ହେବ I ପୂର୍ବଦିନ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା I ୫୩ତମ ବର୍ଷ ଚନ୍ଦନ ଯାତ୍ରାରେ ଅଇବଲ ମାଝୀ ଓ ତାଙ୍କ ଧର୍ମପତ୍ନୀ ବିଳାସ ମାଝୀ କର୍ତ୍ତା I ସଞ୍ଜୀବ ଶତପଥି ଓ ପଞ୍ଚାନନ ଥନାପତି ପୂଜକ ଦାୟିତ୍ୱରେ ଅଛନ୍ତି I ଆୟୋଜକ ପୂଜା କମିଟି ସଭାପତି ଅଇବଲ ମାଝୀ  ସମ୍ପାଦକ ପଣ୍ଡିତ ମାଝୀ ଭଣ୍ଡାରଘରିଆ ସଭାପତି ରମେଶ ମାଝୀ ସହ ସମ୍ପାଦକ ଦିନେଶ ମାଝୀ, ଅନ୍ନ, ପ୍ରସାଦ ପସ୍ତୁତି ଦାୟିତ୍ୱରେ ଲୁଚନ ମାଝୀ (ଖେଡୁ )ଏବଂ ଅମର ବିଶି ଆୟୋଜକ ଉପଦେଷ୍ଟା କମିଟିର ଉପେନ୍ଦ୍ର ମାଝୀ, ନାରାୟଣ

ମାଝୀ, ପିତାମ୍ବର ସେଠ, ପୁରୁଷୋତ୍ତମ ମାଝୀ, ହଂସର ମାଝୀ, ନରହରି ମାଝୀ, ପୂର୍ଣ୍ଣଚନ୍ଦ୍ର ସେଠ, ଦ୍ରୋଣ ମାଝୀ, ରଇତାଲ ମାଝୀ, ଗୋପାଳ ମାଝୀ, ଶୁକୃ ଚନ୍ଦନ, ସୁନ୍ଦର ମାଝୀ, ରୁପଲ ମାଝୀ, ଜୟଲାଲ ମାଝୀ, ବସୁଦେବ ମାଝୀ, ଜଗତରାମ ମାଝୀ, ଭୁଜବଲ ଚନ୍ଦନଙ୍କ ସହ ଡ଼ଙ୍ଗାମରା ଗାଁର ଅଭିମନ୍ୟୁ ପୁଟେଲ, ଛବିମନ୍ୟୁ ପୁଟେଲ ଓ ତଅଁଳା ଗାଁର ଡାକ୍ତର ଡ଼ମ୍ବରୁଧର ସାହୁଙ୍କ ସହ ସମସ୍ତ ଗୌନ୍ତିଆପଡ଼ାବାସୀ ଓ ଶ୍ରଦ୍ଧାଳୁ ମହିଳାମାନେ ସମ୍ପୂର୍ଣ ସହଯୋଗ କରୁଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like