-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ରାଜ୍ୟପାଳଙ୍କଠାରୁ ଷଷ୍ଠ ଥର ପାଇଁ ଶ୍ରେଷ୍ଠ ଜିଲ୍ଲା ସ୍କାଉଟ କେମ୍ପୋରୀ ଭାବେ ସୋନପୁର ଜିଲ୍ଲା ପୁରସ୍କୃତ

10-May-2025



ସୋନପୁର ତା ୧୦/୫(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ୧୨ ତମ ସୁବର୍ଣ୍ଣପୁର ଜିଲ୍ଲା ଭାରତ ସ୍କାଉଟ ଗାଇଡ କେମ୍ପୋରୀ ୨୦୨୪-୨୫ କୁ ମହାମହିମ ଓଡ଼ିଶାର ରାଜ୍ୟପାଳ ଡ.ହରିବାବୁ କମ୍ବମପତି  ଚଳିତ ବର୍ଷ ପାଇଁ ଶ୍ରେଷ୍ଠ ଜିଲ୍ଲା କେମ୍ପୋରୀ ଭାବରେ ପୁରସ୍କୃତ କରିଛନ୍ତି। ରାଜଭବନ ସ୍ଥିତ ନୂତନ  ଅଭିଷେକ ହଲ ଠାରେ ଅନୁଷ୍ଠିତ ଭବ୍ୟ ସମାରୋହରେ ମହାମହିମ ରାଜ୍ୟପାଳ ଡ. ହରିବାବୁ କମ୍ବମପତି  ଯୋଗଦାନ କରି ଉପସ୍ଥିତ ସ୍କାଉଟ ଓ ଗାଇଡ ସଂସ୍ଥାର କର୍ମକର୍ତ୍ତା, ବିଭିନ୍ନ ଜିଲ୍ଲାରୁ ଆସିଥିବା ଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲା କମିଶନର ,ସମ୍ପାଦକ ସ୍କାଉଟ ମାଷ୍ଟର, ଗାଇଡ କ୍ୟାପଟେନ , ସ୍କାଉଟ, ଗାଇଡ, କବ, ବୁଲବୁଲ, ରୋଭର୍,ଓ ରେଞ୍ଜର ଙ୍କୁ ସଂସ୍ଥାର କାର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ ।ଉକ୍ତ ସମାରୋହରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶି ସୁରଜ୍, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ , ରାଜ୍ୟପାଳଙ୍କ ସହଧର୍ମିଣୀ ପ୍ରଥମ ମହିଳା ଶ୍ରୀମତୀ କମ୍ବମପତି ଓ ଭାରତ ସ୍କାଉଟ ଓ ଗାଇଡ ର ବରିଷ୍ଠ ଉପସଭାପତି ତଥା ଓଡ଼ିଶା ରାଜ୍ୟ ମୁଖ୍ୟ କମିଶନର ଡ. କାଲିପ୍ରସାଦ ମିଶ୍ର ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ଥିଲେ ।ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ଅନୁଷ୍ଠିତ କେମ୍ପୋରୀ ମାନଙ୍କ ମଧ୍ୟରୁ ଶ୍ରେଷ୍ଠ କେମ୍ପୋରୀ ଭାବରେ ସୋନପୁର ଜିଲ୍ଲା ତରଫରୁ ଜିଲ୍ଲା ମୁଖ୍ୟ କମିଶନର ଶ୍ରୀମତୀ ମୀନାରାଣୀ ମଙ୍ଗଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ସମ୍ପାଦକ ସତ୍ୟନାରାୟଣ ତ୍ରିପାଠୀ , ଜିଲ୍ଲା ସଂଗଠନ କମିଶନର ଅନନ୍ତର।ମ୍ ମେନ୍ଦେଲି ଓ ଆୟୋଜକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନିରଞ୍ଜନ ରଥ ମହାମହିମ ରାଜ୍ୟପାଳ ଙ୍କଠାରୁ ମାନପତ୍ର ଓ  ସମ୍ମାନଜନକ ଟ୍ରଫି  ଗ୍ରହଣ କରିଥିଲେ। ପ୍ରକାଶ ଥାଉକି ୨୦୧୩ ମସିହାରୁ ନୂତନ ଭାବରେ ଜିଲ୍ଲା ଗଠନ ହେବା ପରଠୁ ଏହା ଷଷ୍ଠ ଶ୍ରେଷ୍ଠ ଜିଲ୍ଲା ପୁରସ୍କାର ଅଟେ। ଏହିବର୍ଷ ଜିଲ୍ଲାରୁ ୧୭୦ ଜଣ ସ୍କାଉଟ ଓ ୭୮ ଜଣ ଗାଇଡ ସହ ୬ ଜଣ କବ୍ ମଧ୍ୟ ରଜ୍ୟପୁରସ୍କ।ର  ପାଇଁ ଯୋଗ୍ୟ ବିବେଚିତ ହେବା ଜିଲ୍ଲା ପାଇଁ ଗର୍ବ ର ବିଷୟ ହୋଇପାରିଛି। ଜିଲ୍ଲା ଗାଇଡ ସଂଗଠନ କମିଶନର ଶ୍ରୀମତୀ ପଦ୍ମିନୀ ସାହୁ ଓ ସ୍କାଉଟ ମାଷ୍ଟର ଯଶୋବନ୍ତ ପଟେଲ ଙ୍କ ନେତୃତ୍ୱ ରେ ୨ ଜଣ ଗାଇଡ ଓ ୮ ଜଣ ସ୍କାଉଟ ମଧ୍ୟ ଯୋଗ ଦେଇ ରାଜ୍ୟପାଳଙ୍କ ଠାରୁ ସାର୍ଟିଫିକେଟ ପାଇଛନ୍ତି ।

ଏଇଥି ପାଇଁ ସୋନପୂର୍ ଜିଲ୍ଲାର ଶିକ୍ଷା ଅଧିକାରୀ  ଶ୍ରୀମତୀ ମୀନାରାଣୀ ମଙ୍ଗଳ,ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀମତୀ ମଞ୍ଜୁଲତା ଭୋଇ, ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀ ଘନଶ୍ୟାମ  ମେହର , ଜିଲ୍ଲା ତାଲିମ କମିଶନର ଦୀନବନ୍ଧୁ ପ୍ରଧାନ, ଶ୍ରୀମତୀ ସନ୍ଧ୍ୟାରଣି ଖେତି ଜିଲ୍ଲା ସ୍କାଉଟ୍ କମିଶନର ଲୋକନାଥ ମେହେର,ଜିଲ୍ଲା ଗାଇଡ କମିଶନର ଶ୍ରୀମତୀ ମଞ୍ଜୁଲତା ଜଗଦଲା,ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ ବୃନ୍ଦ, ବୁଦ୍ଧିଜୀବୀ ତଥା ଜନସାଧାରଣ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like