-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ରତ୍ନଗିରିରେ ବିଶ୍ବରଞ୍ଜନଙ୍କୁ ସମ୍ବଦ୍ଧନା

11-May-2025



ବରୀ (ରଞ୍ଜିତ ମହାନ୍ତି):  ବରୀ ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ବିଶ୍ଵରଞ୍ଜନ ମଲ୍ଲିକଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ବିଭିନ୍ନ ଦଳରୁ ବହୁ କର୍ମୀ ଓ ନେତା ବିଶ୍ବଙ୍କୁ ସମର୍ଥନ କରି ବିଜେଡିରେ ଯୋଗ ଦେଉଥିବା ଦେଖ‌ିବାକୁ ମିଳିଛି | ଜୁଧବାର ଅପରାହ୍ନରେ ବରୀ ବ୍ଲକ ଅନ୍ତର୍ଗତ ରତ୍ନଗିରି ପଞ୍ଚାଯତ ପକ୍ଷରୁ ବିଜେଜି ବିଧାୟକ ପ୍ରାର୍ଥୀ ଶ୍ରୀ ମଲ୍ଲିକଙ୍କ ଉଦ୍ଦେଶ୍ୟରେ ଏକ ବିଶାଳ ସମ୍ବଦ୍ଧନା ସଭା ସ୍ଥାନୀୟ ରତ୍ନଗିରି ହାଟ ପଡ଼ିଆଠାରେ ବରୀ ବ୍ଲକ ବିଜେଡି ସଭାପତି କେଦାର ସାମଲଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଥିଲା ।
ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରାର୍ଥୀ ଶ୍ରୀ ମଲ୍ଲିକ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଷଷ୍ଟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନିଶ୍ଚୟ ଆମ୍ଭେମାନେ ଦେଖ‌ିବା । ଆପଣମାନଙ୍କ ଭଲ ପାଇବା ଓ ବିପୁଳ ସମର୍ଥନ ଯୋଗୁଁ ଆମେ ବହୁ ଭୋଟ ବ୍ୟବଧାନରେ
ବିଜୟୀ ହେବା। ଯେଉଁମାନେ ବାହାସ୍ପୋଟ ମାରୁଛନ୍ତି, ସେମାନେ ଜୁନ୍ ୪ ତାରିଖରେ ବିଜେଡିର ବିରାଟ ବିଜୟ ପରେ ଆଉ ଦେଖାଦେବେ ନାହିଁ ବୋଲି ବିଧାୟକ ପ୍ରାର୍ଥୀ ଶ୍ରୀ ମଲ୍ଲିକ କହିଥିଲେ। ରତ୍ନଗିରି ପଞ୍ଚାୟତର ସରପଞ୍ଚ
ସରଳା ମଲିକ, ସମିତିସଭ୍ୟାଙ୍କ ସମେତ ପଞ୍ଚାୟତ ଜନସାଧାରଣଙ୍କ ପକ୍ଷରୁ ଶ୍ରୀ ମଲ୍ଲିକଙ୍କୁ ବିଶାଳ ସମ୍ବଦ୍ଧନା ପ୍ରଦାନ କରାଯାଇଥିଲା  ଏହି ସମ୍ବଦ୍ଧନା ସଭାରେ ବରୀ ପଞ୍ଚାଯତ ସମିତି ଅଧ୍ୟକ୍ଷ ଅଶୋକ କୁମାର ଗେଡ଼ି, ବରା ନିର୍ବାଚନମଣ୍ଡଳୀର ଯୁବ ବିଜେଡି ସଭାପତି ତଥା ୨୧ନଂ
ଜୋନ୍‌ର ଜିଲ୍ଲାର ପରିଷଦ ସଭ୍ୟ ଅଶୋକ କୁମାର ସାମଲ, ଜିଲ୍ଲା ପରିଷଦ ସଭ୍ୟ ଦିଲ୍ଲୀପ କୁମାର ମହାନ୍ତି, ସନ୍ତୋଷ କୁମାର ସାମଲ, ଯୁବ ନେତା ବୁଲୁ ଯାଦବ, ବରୀ ବ୍ଲକ ଯୁବ ବିଜେଡି ସଭାପତି ରଞ୍ଜନ କୁମାର ପଣ୍ଡା, ଚନ୍ଦନପୁର ସରପଞ୍ଚ ଚପଳା ମଲ୍ଲ, ସାହୁପଡ଼ା ସରପଞ୍ଚ ସଞ୍ଜୟ ସେଠୀ, ମନ୍ଦାରୀ ସରପଞ୍ଚ ଧୂରେନ୍ଦ୍ର ଜେନା, ବୋଦୁଅ ସରପଞ୍ଚ ଦେବୀ ପ୍ରସନ୍ନ ମିଶ୍ର, ଗମୁ ସରପଞ୍ଚ ଜଗଦୀଶ ଜେନା, ଯୁବ ନେତା ପ୍ରସନ୍ନ କୁମାର ସାମଲ, ରତିରଞ୍ଜନ ଜେନା, ବିଜୟ କୁମାର ନାୟକଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ପଞ୍ଚାୟତ ସଭାପତି, ଛାମୁଆ କର୍ମୀ ଯୋଗଦେଇଥିଲେ । ଶେଷରେ ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ ଧନ୍ୟବାଦ ଅବସରରେ କହିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like