-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ଜିଲ୍ଲା

ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି

11-May-2025



 ରିପୋର୍ଟ:ପରମେଶ୍ୱର ମେହେର

ନୂଆଁପଡ଼ା/ବୋଡ଼େନ: ବୈଶାଖ ପୂର୍ଣ୍ଣିମା ଦିନ ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ର ପବିତ୍ର ତୀର୍ଥପୀଠ ପାତାଳ ଗଙ୍ଗା ଠାରେ ଅନୁଷ୍ଠିତ ହେବାକୁ ଥିବା ମେଳା ପାଇଁ ଆଜି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ମନ୍ଦିର ପରିଚାଳନା କମିଟି ସଦସ୍ୟ,ବିଭିନ୍ନ ରାଜନୈତିକ ଦଳର ନେତୃ ମଣ୍ଡଳୀ, ପ୍ରଶାସନିକ ଅଧିକାରୀ ଓ କର୍ମଚାରୀଙ୍କ ସହ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜଗନ୍ନାଥ ମନ୍ଦିର,ରାଧାକୃଷ୍ଣ ମନ୍ଦିର,ଗାୟତ୍ରୀ ମନ୍ଦିର, ଦୂର୍ଗା ମନ୍ଦିର,ଅଲେଖ ମଠ,ଗୋଣ୍ଡ ସମାଜର ବୁଢ଼ା ଦେଓ ମନ୍ଦିର,ଶିବ ମନ୍ଦିର,ହନୁମାନ ମନ୍ଦିର ପରିଚାଳନା କମିଟି ସଦସ୍ୟ ଏଥିରେ ଯୋଗଦାନ କରି ସେମାନଙ୍କ ମତାମତ ରଖିଥିଲେ । ।ଜିଲ୍ଲାପାଳ  ସମସ୍ତଙ୍କ ମତକୁ ଦୃଷ୍ଟିରେ ରଖି ଲୋକଙ୍କ ସୁବିଧା ନିମିତ୍ତ ଶାନ୍ତି ଶୃଙ୍ଖଳା, ପରିବହନ,ସ୍ବାସ୍ଥ୍ୟ, ବିଜୁଳି, ପାନୀୟ ଜଳ ଯୋଗାଣ,ଖାଦ୍ୟ ଓ ପରିମଳ,ସ୍ୱଚ୍ଛତା,ଗାଡ଼ି ଗୁଡ଼ିକର ସୁରକ୍ଷା, ପାର୍କିଂ ଇତ୍ୟାଦି ବିଷୟରେ ସମୁଚିତ ପଦକ୍ଷେପ ଗ୍ରହଣ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ପୂର୍ବତନ ବିଧାୟକ ହିତେଶ କୁମାର

ବଗର୍ତ୍ତି,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଲମ୍ବୋଦର ନିଆଲ,ଆଇନ ଜିବୀ ଯୋଗେନ୍ଦ୍ର ନାଥ ମାଝୀ, ଅତିନ୍ଦ୍ର ଜୀତସିଂ ମଲ୍ଲିକ,ରାଜୁ ମାଝୀ,ରାଜୁ ହେର୍ଣା,ମଝିଆ ମାଝୀ,ନୀଳାମ୍ବର ମେହେର,ସଞ୍ଜୁ ଅଗ୍ରୱାଲ, ତୋପ ସିଂ ମାଝୀ ପ୍ରମୁଖ ଯୋଗଦାନ କରି ନିଜ ନିଜ ମତ ଉପସ୍ଥାପନ କରିବା ସହିତ ପାତାଳ ଗଙ୍ଗାରେ ରହିଥିବା ସମସ୍ୟା ଗୁଡ଼ିକର ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ଅନୁରୋଧ କରିଥିଲେ ।ପ୍ରଶାସନ ପକ୍ଷରୁ ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ,ବି ଡି ଓ କାର୍ମୀ ଓରାମ,ତହସିଲଦାର ଅନସୂୟା ବାଗଦେବୀ,ପୂର୍ତ୍ତ ବିଭାଗ ଏସ ଇ ଶଶାଙ୍କ ଶେଖର ଶୁକ୍ଳା ଓ ଏସ ଡି ଓ ଅମୋଘ ନାରାୟଣ ପଣ୍ଡା,ପୋଲିସ ଏସ ଆଇ ମଞ୍ଜୁଲତା ଖଡେଙ୍ଗା, ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ରାଉତ, ଏ ପି ଓ ରବିନାରାୟଣ ରାଉତ,କନିଷ୍ଠ ଯନ୍ତ୍ରୀ ସଂଗ୍ରାମ କେଶରୀ ପରିଡ଼ା, କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ସାହୁ ଓ ଅମରେନ୍ଦ୍ର ବିଶ୍ଵାଳ ପ୍ରମୁଖ ଯୋଗଦାନ କରିଥିଲେ । ସମସ୍ତଙ୍କ ସହଯୋଗ ରେ ଏଥର ପାତାଳ ଗଙ୍ଗାରେ ବୈଶାଖ ମେଳାର ଭବ୍ୟ  ଆୟୋଜନ ସଫଳ ହୋଇ ପାରିବ ବୋଲି ଜିଲ୍ଲାପଳ ଆଶା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like