-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ମାଟ୍ରିକ୍ ବୋର୍ଡ ପରୀକ୍ଷାରେ କୃତୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା

11-May-2025



ଅତାବିରାରୁ ଆକାଶ ମିଶ୍ରଙ୍କ ରିପୋର୍ଟ 

ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଲାଦରପାଲି  ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଆଜି  ଚଳିତ ମାଟ୍ରିକ ପରୀକ୍ଷାରେ ଏ ୧ ଓ ଏ ୨ ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶେଷଦେବ ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଶୁଭକାମନା ଜଣାଇବା ସହିତ ଭବିଷ୍ୟତରେ କିପରି  ସୁନାଗରିକ ହୋଇପାରିବେ ସେ

ଉପରେ ଆଲୋକପାତ କରିଥିଲେ। ପ୍ରକାଶ ଥାଉ କି  ଗତ ବର୍ଷ ଏହି ବିଦ୍ୟାଳୟର ଜଣେ  ଛାତ୍ର ଗତବର୍ଷ ମାଟ୍ରିକ ପରୀକ୍ଷାରେ ଓଡ଼ିଶା ଟପ୍ପର ହୋଇ ବିଦ୍ୟାଳୟ ତଥା ସାରା ଓଡ଼ିଶା ପାଇଁ ଗୌରବ ଅର୍ଜନ କରିଥିବା ବେଳେ ଚଳିତ ବର୍ଷ   ୩ ଜଣ ଏ ୧ ଓ ୧୪ ଜଣ ଏ ୨ ହାସଲ କରି ସମଗ୍ର ବରଗଡ଼ ଜିଲ୍ଲାରେ ଅତାବିରା ବ୍ଲକର ଗୌରବକୁ ଅକ୍ଷୁର୍ଣ୍ଣ  କରିଛନ୍ତି। ତେଣୁ ବର୍ତ୍ତମାନର କୃତୀ ଛାତ୍ରଛାତ୍ରୀ ଆଗାମୀ ପିଢ଼ି ପାଇଁ ପ୍ରେରଣା ର ଉତ୍ସ  ହେବା ସହ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଜଣାଇ ତାଙ୍କର ମନୋବଳକୁ ଦୃଢ଼ କରିବା ଓ ଉଜ୍ଜ୍ବଳ ଭବିଷ୍ୟତ ଗଠନ ଦିଗରେ ତାଙ୍କୁ ଅଭିପ୍ରେରିତ କରିବା ଏହି ସମ୍ବର୍ଦ୍ଧନା  ପର୍ବର ମୁଖ୍ୟ ଉଦ୍ଦେଶ୍ୟ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟକ୍ଷ ବବୃବାହନ ମିଶ୍ର, ସମ୍ମାନିତ ଅତିଥି ଭାବେଅବସରପ୍ରାପ୍ତ ପ୍ରଧାନଶିକ୍ଷକ ତଥା ବରିଷ୍ଠ ନାଗରିକ ସଂଘର ସଭାପତି  ଭରତ ଚନ୍ଦ୍ର ପ୍ରଧାନ, ପରିଚାଳନା କମିଟି ସଂପାଦକ କୃଷ୍ଣଚନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ  ଜୟପ୍ରକାଶ ଅଗ୍ରୱାଲ ମଞ୍ଚାସୀନ ହୋଇ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଶିକ୍ଷକ ନିରଞ୍ଜନ ପଶାୟତଙ୍କ ସଂଯୋଜନା ତଥା  ଉପାଧ୍ୟକ୍ଷ ଟିକେଲାଲ ଚାନ୍ଦଙ୍କ ପରିଚାଳନାରେ ଅନୁଷ୍ଠିତ କାର୍ଯକ୍ରମରେ ରାମଚନ୍ଦ୍ର ପଧାନ, ସୁନିଲ ଖମାରୀ , ଯୁଗଳ ସାହୁ, ହେମାନନ୍ଦ୍ ଭୋଇ,ମିନତୀ ଦାଶ,ଗିରିଜା ସାହୁ,ରୁବୀ ସାହୁ ତଥା ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ଆବାହନି ସଙ୍ଗୀତ ତଥା ଅତିଥି ପରିଚୟ ପ୍ରଦାନ କରିଥିଲେ ସରୋଜ କୁମାର ରଥ ।ଶେଷରେ ଉପାଧ୍ୟକ୍ଷ ଯତିନ୍ଦ୍ର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like