-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||     

HOME   ଜିଲ୍ଲା

ମାନିଗାଁ ନିକଟରେ ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ମୃତ

11-May-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ମାନିଗାଁ  ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୂହାମୁହି ଧକ୍କା ହୋଇଛି। ଏଥିରେ ଦୁଇ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି।ମୃତ ବ୍ୟକ୍ତି ହେଲେ ବିହାର ଶମ୍ଭୁ ରାୟ (୫୫) ଓ ମଇଦାଲପୁର ଥାନା ଅନ୍ତର୍ଗତ ମେରି ଗ୍ରାମର ଦେବେନ୍ଦ୍ର ନାୟକ (୨୮)।ସୂଚନା ଅନୁଯାଇ ଡାବୁଗାଁ ନିକଟ ବୋରିପଦର ଦେଶୀ ମଦଭାଟି ରେ କାର୍ଯ୍ୟ କରୁଥିବା  କର୍ମଚାରୀ ଶମ୍ଭୁ ରାୟ ଆଜି ପୂର୍ବାହ୍ନ ୧୦. ୩୦ରେ ଏକ ବାଇକ୍‌ (ଓଡି ୨୪ ୯୫୨୯)ରେ ଯାଉ ଥିବା ବେଳେ ବିପରୀତ ଦିଗରୁ ମଇଦଲପୁର ଥାନା ଅନ୍ତର୍ଗତ ମେରି ଗାଁ ର ଦେବେନ୍ଦ୍ର ନାୟକ ତାଙ୍କ ଗ୍ରାମରୁ ଏକ ବାଇକ (ଓଡ଼ି ୨୪ ଏମ ୩୫୩୯)ଯୋଗେ ଡାବୁଗାଁ ବ୍ଳକ ପାଖରେ ଥିବା ଖୁଟୁବାଇ ତାଙ୍କ ଶ୍ଵଶୁର ଘର ଗ୍ରାମ ଅଭିମୁଖେ ଆସୁଥିଲେ।ଦୁଇଟି ବାଇକ ମୁହାମୁହିଁ ଧକ୍କା ହେବାରୁ ଉଭୟେ ରାସ୍ତାକଡ଼କୁ ଛିଟିକି ପଡ଼ିଥିଲେ। ଦୁଇ ବାଇକ୍ ଚାଳକଙ୍କ ମୁଣ୍ଡରେ ପ୍ରବଳ ଆଘାତ ଲାଗିଥିବା ବେଳେ ଘଟଣାସ୍ଥଳରେ ଶମ୍ଭୁ ରାୟଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଦେବେନ୍ଦ୍ର ନାୟକଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଦେବେନ୍ଦ୍ର ନାୟକଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଦୁଇଟି ବାଇକ୍ ଜବତ କରିଥିଲେ। ଅପରାହ୍ନରେ ମୃତ ପରିବାର ଲୋକେ ଡାବୁଗାଁ ଥାନାରେ ପୃଥକ୍ ପୃଥକ୍ ଦୁଇଟି ଏତଲା ଦେବାରୁ ପରେ ପୁଲିସ ଶବ ଜବତ କରି ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ପରେ ଶବ ବ୍ୟବଚ୍ଛେଦ କରି ଉଭୟ ପରିବାରଙ୍କୁ ହସ୍ତାନ୍ତର କରିଥିଲେ। ପୁଲିସ କେଶ ନମ୍ବର ୯୫/୨୫ରେ ମାମଲା ରୁଜୁ ହୋଇଥିବା ବେଳେ ଏସ ଆଇ ବି କେ ସାହୁ ଘଟଣାର ତଦନ୍ତ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026

You Might Also Like