-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହେଲେ ଟୋପ ଉଚ୍ଚ ବିଦ୍ୟାଳୟ ର ଗାଇଡ ଛାତ୍ରୀ

11-May-2025



ଅତାବିରା(ଆକାଶ ମିଶ୍ର ) ସେବା ତଥା ଶୃଙ୍ଖଳା ର ପ୍ରତୀକ ଭାବେ ସମଗ୍ର ବିଶ୍ବର ବୃହତ୍ତମ ଅନୁଷ୍ଠାନ ହେଉଛି ସ୍କାଉଟ ଗାଇଡ । ଦୀର୍ଘ ୩ ବର୍ଷ ଧରି ନିଜର ସେବା ଓ ଶୃଙ୍ଖଳାର ଗୋଟିଏ ପରେ ଗୋଟିଏ ବ୍ୟାଜ୍ ଧାରଣ କରିସାରିଲା ପରେ ଶେଷରେ ଜଣେ ସ୍କାଉଟ  କିମ୍ବା ଗାଇଡ  ରାଜ୍ୟ ପୁରସ୍କାର ପରୀକ୍ଷା ଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଥାଏ । ରାଜ୍ୟ ପୁରସ୍କାର ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ର ଛାତ୍ରୀମାନଙ୍କୁ ରାଜ୍ୟପାଳ ଦିଅନ୍ତି ସାର୍ଟିଫିକେଟ।  ଗତ ଶୁକ୍ରବାର  ରାଜଭବନ  ରେ ଥିଲା ଓଡ଼ିଶା ଭାରତ ସ୍କାଉଟ ଗାଇଡ ର ରାଜ୍ୟ ପୁରସ୍କାର ଉତ୍ସବ । ଏହି ଉତ୍ସବରେ  ମହାମହିମ ରାଜ୍ୟପାଳ  ହରିବାବୁ କମ୍ବପତି ,ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ,   କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍ ଓ ଓଡ଼ିଶା ରାଜ୍ୟ ସ୍କାଉଟ୍ ଗାଇଡ ର ମୁଖ୍ୟ କମିଶନର ଡଃ କାଳୀ ପ୍ରସାଦ ମିଶ୍ର ମଞ୍ଚାସିନ ଥିଲେ । ପ୍ରତି ଜିଲ୍ଲା ଭଳି ବରଗଡ଼ ଜିଲ୍ଲାରୁ ମଧ୍ୟ  ୫ ଜଣ ଗାଇଡ ଓ ୪ ଜଣ ସ୍କାଉଟ୍  ଏଥିରେ ଅଂଶଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ  ଅନାମିକା ମେହେର ଓ ପଦମପୁର ରାଜ ବୋଡା ସମ୍ବର  ଉଚ୍ଚ ବିଦ୍ୟାଳୟ ର ଛାତ୍ର ଆୟୁଷ ବେହେରା ଜିଲ୍ଲାର ପ୍ରତିନିଧିତ୍ଵ ଭାବରେ  ପୁରସ୍କାର ଗ୍ରହଣ ପାଇଁ ମନୋନୀତ ହୋଇ ରାଜ୍ୟପାଳ ଙ୍କ ଠାରୁ  ପୁରସ୍କାର ଗ୍ରହଣ  କରିଥିଲେ ।
 ଡି ଓ ସି ଗାଇଡ କୌଶଲ୍ୟା ସାହୁ, ଡି ଟି ସି ଗାଇଡ ଅନୁସୂୟା ଦେବତା, ସ୍କlଉଟ୍ ମାଷ୍ଟର ଅକ୍ଷୟ ସାହୁ ଙ୍କ ସମେତ  ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ , ଟୋପ ର ଗାଇଡ  ଛାତ୍ରୀ ଜାଗୃତି ଗୁରୁ,  ସୋନିଆ ପଞ୍ଚବିହା, ପ୍ରିୟl ମିର୍ଦ୍ଧା,ଅନାମିକା ମେହେର ଓ ପି ଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ ଅମ୍ବାଭୋନା ର ସୁଚିଶ୍ମିତା ପ୍ରଧାନ,ସେହିପରି ମୁନିକେଲ ଉଚ୍ଚ ବିଦ୍ୟାଳୟ ର ସ୍କାଉଟ୍  ଛାତ୍ର ଅଙ୍କିତ ବିଶ୍ୱାସ, ପ୍ରଦ୍ୟୁମ୍ନ ବେହେରା ଓ ଗୋଠୁଗୁଡ଼ା ଉଚ୍ଚ ବିଦ୍ୟାଳୟ ର  ପୀୟୂଷ ବାରିକ୍ ଏହି ରାଜ୍ୟ ପୁରସ୍କାର ଉତ୍ସବରେ ଯୋଗଦେଇଥିଲେ ।  ରାଜ ଭବନ ରୁ ଫେରିବା ପରେ ତାଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ  ତଥା ଜିଲ୍ଲା  ସ୍କlଉଟ୍ ଗାଇଡ ମୁଖ୍ୟ କମିଶନର ବିଶ୍ଵନାଥ ସାହୁ ,ଜିଲ୍ଲା  ତଥା ବ୍ଲକ ସ୍କାଉଟ୍ ଗାଇଡ ପକ୍ଷରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like