-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ପିଲା ଗୁରୁଙ୍କ କଥା ମାନିଲେ ସଫଳତା ପାଇପାରିବେ

12-May-2025



ବରୀ(ରଞ୍ଜିତ ମହାନ୍ତି)
ଚଳିତ ମାଟ୍ରିକ ପରୀକ୍ଷାରେ ବରୀ ନିର୍ବାଚନମଣ୍ଡଳୀରେ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ରଙ୍କୁ ସମ୍ବନ୍ଧିତ କରାଯାଇଛି। ବରୀ ବ୍ଲକ ଅନ୍ତର୍ଗତ ଇଶାଣପୁରସ୍ଥିତ ହାପି କ୍ଲାସେସ ପକ୍ଷରୁ ଈଶାବରୀ ଗ୍ରାମୀଣ ପାର୍କ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବିଧାୟକ ବିଶ୍ବରଞ୍ଜନ ମଲିକ ଯୋଗଦେଇ ଏ-୧ରେ କୃତକାର୍ଯ୍ୟ ହୋଇଥିବା ଜିଜ୍ଞାସା ବିଶ୍ବାଳ, ଅଙ୍କିତ ଅନୁରାଗ ପଣ୍ଡା, ଜୟଶ୍ରୀ ଦାସ, ସୌମ୍ୟଜିତ ଦାସ, ନିବେଦିତା ଦାସ, ଲକ୍ଷ୍ମୀପ୍ରିୟା ମଲିକ, ସାଗର ମୁଦୁଲିଙ୍କୁ ମାନପତ୍ର, ଉତ୍ତରୀୟ, ପୁଷ୍ପଗୁଚ୍ଛ ଓ ଅର୍ଥରାଶି ପ୍ରଦାନ କରି ସମ୍ବଦ୍ଧିତ କରିଥିଲେ। ଏଥିସହିତ ପିଲାମାନେ ପିତାମାତା ଓ ଗୁରୁଙ୍କ କଥା ମାନି ପାଠ ପଢ଼ିଲେ ନିଶ୍ଚିତ ସଫଳତା ପାଇପାରିବେ ବୋଲି କହିଥିଲେ। ହାପି କ୍ଲାସେସ କୋଚିଂ ସେଣ୍ଟରର ପରିଚାଳକ ହେମନ୍ତ ଜେନାଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି ବିଧାୟକ
ହାପି କ୍ଲାସେସ ପକ୍ଷରୁ ପାଟ୍ରିକ ଏ-୧ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା
କହିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ପାକିସ୍ତାନ ସୀମାରେ ଯୁଦ୍ଧ ଲଢ଼ୁଥିବା ଯବାନଙ୍କ ମନୋବଳ ବଢ଼ାଇବା ଉଦ୍ଦେଶ୍ୟରେ ଭାରତ ମାତା କି ଜୟ ଧ୍ୱନିରେ ସଭାସ୍ଥଳ ପ୍ରକମ୍ପିତ ହୋଇଥିଲା। ବିଦଗ୍ଧାର ନିର୍ଦେଶକ ଶରତ ଜେନା ମଞ୍ଚ ପରିଚାଳନା
ଅତିଥିଙ୍କ ଗହଣରେ ସମ୍ବନ୍ଧିତ ହୋଇଥିବା ଛାତ୍ରୀଛାତ୍ର।
କରିଥିବାବେଳେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ମକର ଚରଣ ଘଡ଼ାଇ ଅତିଥ୍ ପରିଚୟ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥ୍ ଭାବେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡ଼ି,ଉପାଧ୍ଯକ୍ଷା ଅର୍ଚ୍ଚନା ମଲିକ, ସାମାଜିକ କର୍ମୀ କେଦାର ସାମଲ, ଜିଲା ପରିଷଦ
ସଭ୍ୟ ଅଶୋକ କୁମାର ସାମଲ, ସନ୍ତୋଷ ସାମଲ, ଦିଲୀପ ମହାନ୍ତି, ପୂର୍ବତନ ବ୍ଲକ ଅଧ୍ଯକ୍ଷା ଅଯୋଧ୍ଯା ଜେନା, ସରପଞ୍ଚ ରେବତୀ ଜେନା, କୁନା ମଲିକ, ସଞ୍ଜୟ ସେଠୀ, ସମିତିସଭ୍ୟ ଶ୍ରୀଧର ସେଠୀ, ପୂର୍ବତନ ସରପଞ୍ଚ ବିଜୟ ନାୟକ ପ୍ରମୁଖ ଯୋଗ ଦେଇଥିଲେ।
ଗୋବିନ୍ଦ ଚନ୍ଦ୍ର ଜେନା, ଇଶା ଣପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ସନ୍ତୋଷ ଜେନା, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ନଟବର ଜେନା, ଭାଗବତ ଜେନା, ଅର୍ଜୁନ ଚରଣ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ଚିନ୍ତାମଣି ଜେନା ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like