-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କଷାଗୁମୁଡା ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ସମାଜର ବ୍ଳକ କମିଟି ଗଠନ

12-May-2025



ନବରଙ୍ଗପୁର( ମିହିର ଶଙ୍କର ପାତ୍ର)
କଷାଗମୁଡା ଵ୍ଳକର ଚିକଲ ପଦର ଗ୍ରାମ ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ମହାସଭା ଶାଖା -ନଵରଙ୍ଗପୁର ତରଫରୁ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ମହାସଭାର ସଦସ୍ୟ ଶ୍ରୀ ଜଗବନ୍ଧୁ ଗୈାଡ, ଅଧ୍ୟକ୍ଷତାରେ ଗୋଟିଏ ବ୍ଲକ ସ୍ତରୀୟ ସାଧାରଣ ସଭାର ଆୟୋଜନ କରାଯାଇଥିଲା ପ୍ରଥମେ ଭଗବାନ ଶ୍ରୀକୃଷ୍ଣଙ୍କୁ ପୂଜା ଅର୍ଚ୍ଚନା କରି ଅତିଥି ମାନଙ୍କୁ ଫୁଲତୋଳା ଓ  ଅତର ଦେଇ ସମ୍ବର୍ଧନା ଦିଆଯାଇଥିଲା,ଏଥିରେ ମୂଖ୍ୟ ଅତିଥି ରୂପେ ଯୋଗଦେଇ ଥିଲେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ମହାସଭା ସାଧାରଣ ସଂପାଦକ ଶ୍ରୀ ଯୁକ୍ତପର୍ଶୁରାମ ନାୟକ ଯାଦବ, ସମ୍ମାନୀତ ଅତିଥି ରୂପେ ଯୋଗଦେଇ ଥିଲେ ଡାବୁଗାଁ ବ୍ଳକର ଵ୍ଳକ ସଭାପତି ଶ୍ରୀଯୁକ୍ତ କୃପା ସିନ୍ଧୁ ଗୈାଡ, ଉମରକୋଟ ନଗର ସଭାପତି ଶ୍ରୀଯୁକ୍ତ ଗୋପାଳ ଗୈାଡ,ପାପଡାହାଣ୍ଡି ଵ୍ଳକର ସଭାପତି ଶ୍ରୀଯୁକ୍ତ ଜଗବନ୍ଧୁ ଗୈାଡ, ସଂପାଦକ ଶ୍ରୀ ଯୁକ୍ତ ଶୁକୃ ଗୈାଡ, ଉପସଭାପତି ଶ୍ରୀ ଜଗବନ୍ଧୁ ଗୈାଡ, ଉମରକୋଟ ଵ୍ଳକର ଶ୍ରୀ ଶରଣ ଗୈାଡ, ପଦନଗୈାଡ, ଡମ୍ବରୁଧର ଗୈାଡ, ବୃଦ୍ଧା ବନ ନାୟକ, ,ରୁପଚନଦ ଗୈାଡ, ଅଶୋକ ନାୟକ, ଏଥିରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ମହାସଭାର ସାଧାରଣ ସଂପାଦକ ଶ୍ରୀ ଯୁକ୍ତ ପର୍ଶୁରାମ ନାୟକ ସମାଜର  ରିତି ନିତି ,ଶିକ୍ଷା, ବାଲ୍ୟ ବିବାହ, ବ୍ରତ,କୁଶଷ୍କାର, ବିଷୟରେ ଆଲୋଚନା କରାଯାଇ ଥିଲା, ସେଷରେ କଷାଗୁମୁଡା ବ୍ଳକର ଵ୍ଳକ କମିଟି ଗଠନ କରାଯାଇଥିଲା ଵ୍ଳକ ସଭାପତି ପଦ ସକାଶେ ଶ୍ରୀ ବୈଦ୍ୟନାଥ ଗୈାଡ, ଉପସଭାପତି ଶ୍ରୀ ଲକିନାଥ ଗୈାଡ,ବଳରାମ ଗୈାଡ, ସାଧାରଣ ସଂପାଦକ ଶ୍ରୀ କମଳୁ ଗୈାଡ,ସହ ସଂପାଦକ ଶ୍ରୀ ଭଗତ ଗୈାଡ,ସମେତ କଷାଗୁମୁଡା ବ୍ଳକର ପ୍ରତ୍ୟେକ ଜିପିର ଯାଦବ ମାନଙ୍କୁ ସଦସ୍ୟ ରଖାଗଲା  ନୁତନ କମିଟିକୁ ସମ୍ମାନ ପ୍ରଦାନ କରି ଵ୍ଳକର ସଂପୂର୍ଣ୍ଣ ଦାୟିତ୍ଵ ଦେଲେ  ଶେଷରେ ନୁତନ ସଭାପତି ଶ୍ରୀଯୁକ୍ତ ବୈଦ୍ୟନାଥ ଗୈାଡ ଧନ୍ୟବାଦ ଦେଇ ସଭା ଭଙ୍ଗକରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like