-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||     

HOME   ଜିଲ୍ଲା

ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାତୃ ଦିବସ ପାଳିତ 

12-May-2025



କଟକ(ପ୍ରେରଣା ଖବର): ସ୍ଥାନୀୟ ମୋହନମଣ୍ଡପ ଠାରେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଟ୍ରଷ୍ଟର କୋଷାଧ୍ୟକ୍ଷା ଶ୍ରୀମତୀ ପଙ୍କଜିନୀ ପରିଡାଙ୍କ ଅଧ୍ୟକ୍ଷତାରେ ମାତୃ ଦିବସ ପାଳିତ ହୋଇଯାଇଛି| ବିଶିଷ୍ଟ ଶିକ୍ଷାବିତ୍ ତଥା ଟ୍ରଷ୍ଟର ଉପସଭାପତି ସନ୍ୟାସନି ବିଦ୍ୟୁତ୍ କୁମାରୀ ଲାଲା ଉଦଘାଟକ ଭାବରେ ଡାକ୍ତର ତଥା କବିୟତ୍ରୀ ଶ୍ରୀମତୀ ସରୋଜିନୀ ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ କର୍କଟ ରୋଗ ଚିକିତ୍ସକ

ଡାକ୍ତର ଦ୍ୱିପ୍ତ ରାଗୀ ସାମନ୍ତ ପ୍ରମୁଖ ଅତିଥି ଭାବରେ ରୋଟାରିଆନ୍ ଦେବେନ୍ଦ୍ର ନାଥ ମୁଖ୍ୟବକ୍ତା ଭାବରେ ସ୍ତମ୍ଭକାର ତଥା ସମାଜସେବୀ କବୟିତ୍ରୀ ଶ୍ରୀମତୀ ମୀରା ବେହେରା ମୁଖ୍ୟବକ୍ତା ଭାବରେ ଏବଂ ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀମତୀ ସୁଷମା ବାରିକ୍ ସମ୍ମାନୀୟା ଅତିଥି ଭାବରେ ଯୋଗଦାନ କରି ସମାଜରେ ମହିଳାମାନଙ୍କ ଭୂମିକା ବିଷୟରେ ଆଲୋକପାତ କରିଥିଲେ| ପ୍ରାରମ୍ଭରେ ଅଧ୍ୟାପକ ଅଶୋକ କୁମାର ପଣ୍ଡା ସ୍ଵାଗତ ଭାଷଣ ପ୍ରଦାନ କରିଥିବାବେଳେ ଅଧ୍ୟାପକ ତଥା ସମାଜସେବୀ କିଶୋର ଚନ୍ଦ୍ରଦାସ ଅତିଥି

ପରିଚୟ ପ୍ରଦାନ କରିଥିବା ବେଳେ ଟ୍ରଷ୍ଟର ସଭାପତି  ଦେବେନ୍ଦ୍ର କୁମାର ପରିଡା ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ ଶେଷରେ ସଂପାଦକ ଚିରଞ୍ଜନ ପରିଡା ଧନ୍ୟବାଦ କରିଥିଲେ| ସର୍ବଶ୍ରୀ ବୀର କିଶୋର ସିଂହ, ସୁବାସଚନ୍ଦ୍ର ଦାସ, ସଚିନ ସାହୁ, ସ୍ୱାଗତିକା ସେନାପତି, ଶୁଭଶ୍ରୀ ଭୋଳ, କୁନି ବେହେରା, ବିଶ୍ଵଜିତ୍ ମହାପାତ୍ର, ଦିପୁ ପ୍ରଧାନ, ଆରନସ୍ନିହା, ନୀରୋଜ କୁମାର ପରିଡା, ଚନ୍ଦ୍ରଲେଖା ନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ|


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026

You Might Also Like