-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଆସନ୍ତା ୨୬ ରୁ ଗାନ୍ଧୀ ପଡ଼ିଆ ଠାରେ ଅନୁଷ୍ଟିତ ହେବ ସୋନପୁର ପ୍ରିମିୟର ଲିଗ୍ ଟି-ଟ୍ୱେଣ୍ଟି କ୍ରିକେଟ

12-May-2025



(ମନୋରଞ୍ଜନ ତ୍ରିପାଠୀ)
ସୋନପୁର ପ୍ରୀମିୟର ଲିଗ୍ ଟି ଟ୍ୱେଣ୍ଟି କ୍ରିକେଟ୍ ର ୩ ୟ ସଂସ୍କରଣ ଚଳିତ ମାସ ମେ ୨୬ ତାରିଖ ରୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ସୋନପୁର ଗାନ୍ଧୀ ପଡ଼ିଆ ଠାରେ ଅନୁଷ୍ଠିତ ହେବ l ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ଆୟୋଜିତ ଏହି ଲିଗ୍ ପାଈଁ ଆଜି  କ୍ରିକେଟ ସଂଘ ଅଫିସ୍ ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି l ଜିଲ୍ଲା କ୍ରିକେଟ ସଂଘ ର ସଭାପତି ରାମ ଶଙ୍କର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂପାଦକ ପ୍ରଦୀପ ସେଠୀ, ସୋନପୁର ପ୍ରୀମୀୟର ଲିଗ୍  କମିଟି ର ଅଧ୍ୟକ୍ଷ ବି. ସତ୍ୟ ନାରାୟଣ ରାଓ, ସଂପାଦକ ନବ ପ୍ରକାଶ ମିଶ୍ର, କୋଷାଧ୍ୟକ୍ଷ ବି. ପୁରୁଷୋତ୍ତମ ପାତ୍ର ଙ୍କ ସହିତ ଜିଲ୍ଲା କ୍ରିକେଟ ସଂଘ ର ସମସ୍ତ ସଭ୍ୟ ଓ ସମସ୍ତ ଟିମ୍ ର ପ୍ରାୟୋଜକ ମାନେ ଏଠାରେ ଉପସ୍ଥିତ ରହି ଟର୍ଣ୍ଣlମେଣ୍ଟ ର ସଫଳତା ଲାଗି ବିଭିନ୍ନ ମତାମତ ରଖିଥିଲେ l ସକାଳ ୮ ରୁ ୧୧ ଓ ଅପରାହ୍ନ ୪ ଟା ରୁ ୬ ଦୁଇଟି ଲେଖାଏଁ ମ୍ୟାଚ୍ ଖେଳାଯିବ ଓ ଜୁନ୍ ୧ ତାରିଖ ରେ ଫାଇନାଲ ମ୍ୟାଚ୍ ଖେଳାଯିବ ବୋଲି କମିଟି ପକ୍ଷରୁ ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like