-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||     

HOME   ଜିଲ୍ଲା

ଅନ୍ଧରରେ ରାସ୍ତା: ଅସୁରକ୍ଷିତ ଜନତା

12-May-2025



ବରୀ ବାଲିବିଲି ପଞ୍ଚାୟତ ମଧ୍ୟ ଦେଇ କେନ୍ଦ୍ରପଡାକୁ ସଂଯୋଗ କରୁଥିବା ଗାନ୍ଧିମାର୍ଗ ଅନ୍ଧକାରମୟ । ମାସକୁ ମାସ ଟାଟା ପାୱାର ରୋକଠୋକ ବିଲ୍  ଆଦାୟ କରିନେଉଥିବାବେଳେ ଅନ୍ଧାରରେ ବରିବାସୀ। ସନ୍ଧ୍ୟା ହେଲେ କଳା କିଟି କିଟି ଅନ୍ଧାରରେ ଲୋକମାନେ  ଯାତାୟାତ କରୁଛନ୍ତି ।  ଅନ୍ଧକାର ରାସ୍ତାରେ ଅନେକ ସମୟରେ  ଯାତ୍ରୀମାନେ ଦୁର୍ଘଟଣାର ଶିକାର  ବି ହେଉଛନ୍ତି । ଏ ସବୁକୁ 10 ଖଣ୍ଡ ପଂଚାୟତ ବାସିନ୍ଦା ନିନ୍ଦା କରୁଥିବାବେଳେ ଜିଲ୍ଲାପ୍ରଶାସନ ଆଖିରେ ଅନ୍ଧପୁଟୁଳି ବାନ୍ଧି ବସିରହିଥିବା ଅଭିଯୋଗ ଆଣନ୍ତି ବୁଦ୍ଧିଜୀବୀ । ଓଡ଼ିଶାର ସୁପରିଚିତ ବାଲିବିଲିର ସାଇ ମନ୍ଦିରକୁ ଦୃଷ୍ଟିରେ ରଖି  ପୂର୍ବତନ ବିଧାୟିକାଙ୍କ ପ୍ରଚେଷ୍ଟାରେ ମନ୍ଦିର ପାର୍ଶ୍ୱର  ଦୀର୍ଘ ଦୁଇ କିଲୋମିଟର ରାସ୍ତାରେ 71 ଟି ଷ୍ଟ୍ରିଟ୍‌ ଲାଇଟ୍‌ ର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ଏବେ ତାହା ସମ୍ପୂର୍ଣ୍ଣ ରୂପେ ଅଚଳ ହୋଇପଡ଼ିଛି। ବାରମ୍ବାର ପ୍ରଶାଶନର ଦ୍ୱାରସ୍ଥ ହୋଇ ପଂଚାୟତବାସୀ ଥକି ପଡ଼ିଥିବା ବେଳେ ବରିବାସୀଙ୍କ ମନରେ ଅସନ୍ତୋଷ ଦେଖାଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026

You Might Also Like