-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ପାର୍କ ପରିସରରେ ଜିଲ୍ଲାସ୍ତରୀୟ ବୁଦ୍ଧ ଜୟନ୍ତୀ ପାଳିତ

12-May-2025



ବଲାଙ୍ଗିର, (ପ୍ରେରଣା ଖବର) ମାନବ ସମାଜରେ ମାନବିକତା ଏବଂ ଜ୍ଞାନର ଆଲୋକ ଅତ୍ୟନ୍ତ ଆବଶ୍ୟକତା ଓ ଏହା ବୁଦ୍ଧଙ୍କ ବିଚାର ଗ୍ରହଣ ଦ୍ୱାରା ହିଁ ସମ୍ଭବ l ଏହା ହେଲେ ମାନବ ସମାଜ ବିଶୃଙ୍ଖଳା ଶୁନ୍ୟ ଏବଂ ବିଶ୍ୱରେ ଶାନ୍ତି ସ୍ଥାପନ ସମ୍ଭବ ବୋଲି ଆଜି ରାଜେନ୍ଦ୍ର ପାର୍କ ପରିସରରେ ଦଣ୍ଡୁଆ କୁମ୍ଭାରଙ୍କ ସଭାପତିତ୍ୱ ଏବଂ ଭୁବନ ନାଗଙ୍କ ସଂଯୋଜନାରେ ବୁଦ୍ଧ ଜୟନ୍ତି ସଭା ର ବୁଦ୍ଧ ଚର୍ଚ୍ଚାରେ ମତପ୍ରକାଶ ପାଇଛି l ବର୍ତ୍ତମାନ ଯୁଗରେ ବୌଦ୍ଧ ଧର୍ମର ପ୍ରସଙ୍ଗିକତା ଓ ଆବଶ୍ୟକତା ଉପରେ ବକ୍ତବ୍ୟ ରଖିଥିଲେ l ବୁଦ୍ଧ ଙ୍କ ଅଷ୍ଟାଙ୍ଗ ମାର୍ଗ, ଇତିହାସ ଆମର ଧର୍ମ, ମାନତା ବାଦୀ ଇତିହାସ, ବୈଶାଖ ପୁର୍ଣିମା ବା ବୁଦ୍ଧ ପୁର୍ଣିମା l ବୁଦ୍ଧ ଙ୍କ ବିଚାର ନା କେବଳ ଭାରତ ବିଦେଶ ରେ ପହଂଚି ପାରିଛି l ବୁଦ୍ଧ ହେଉଛି ଶାନ୍ତି ର ପ୍ରତୀକ, ଜ୍ଞାନ ର ପ୍ରତୀକ, ବୁଦ୍ଧ ହେଉଛି ସମ୍ପୂର୍ଣ ଜାଗୃତ, ବୁଦ୍ଧ ଅର୍ଥ ସଂକଳ୍ପ, ବୁଦ୍ଧ ଙ୍କ ଉଦ୍ଦେଶ୍ୟ ରେ ମାନବ ଦୁଃଖ ମାନସିକ ହେଉ ବା ଶାରୀରିକ ହେଉ ମୂଳକରଣ କୁ ଗଲେ ଏହାର ସମାଧାନ ପାଇବା l ବୁଦ୍ଧ ଜ୍ଞାନର ପ୍ରତୀକ, ତ୍ୟାଗ ର ପ୍ରତୀକ, ମାନବବାଦ ର ପ୍ରତୀକ l

ଏଭଳି ଭାବେ ବୁଦ୍ଧପ୍ରେମୀ ମାନେ ବୁଦ୍ଧାଚର୍ଚ୍ଚା ରଖିଥିଲେ l ଆଲୋଚନାରେ ଲୋକନାଥ ସୁନା, ବିଜୟ ବାରିକ, ନଟରାଜ ନାଗ, ରୁପାଲି ମହାନନ୍ଦ, କୌଶଲ୍ୟା କୁମ୍ଭାର, ମମତା ଦୀପ, ପ୍ରଦେଶି ବିଶ୍ୱାଲ, ନେପାଲ ବାଗ, ଲୋକନାଥ ସୁନା, ହେମସୁନ୍ଦର ନାଗ, ଦିନେଶ ନାଗ, ଚିନୁ ହରପାଲ, ବାସୁଦେବ ମୁଗ୍ରୀ ପ୍ରମୁଖ ଭାଗ ନେଇଥିଲେ l ଶମ୍ଭୁ ନାଗ, କିଶୋର କୁମ୍ଭାର, ସୀତାରାମ କୁମ୍ଭାର, ପବିତ୍ର ନାଗ, ସୂର୍ଯ୍ୟମଣି ସୁନା, ଅମ୍ବିକା କୁମ୍ଭାର, ଦିପା ମୁଗ୍ରୀ, ରୁକ୍ମଣି ବାଗ, ଯାଜ୍ଞସିନୀ ଦିପ, କେଶନ ମହାନନ୍ଦ ସହ ଶତାଧିକ ବୁଦ୍ଧପ୍ରେମୀ ଉପସ୍ଥିତ ଥିଲେ । ଶେଷରେ ଅର୍ଜୁନ ମୁଗ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like