-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ଅମ୍ବାଭୋନା ବ୍ଲକ ତୈଲିକ ସମାଜ ର ପ୍ରାକ୍ତନ ସଭାପତି ଥଣ୍ଡାରାମ ସା ଙ୍କ ଏକାଦଶାହ

12-May-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ)ବରଗଡ ଜିଲ୍ଲା ଅନ୍ତର୍ଗତ
ଅମ୍ବାଭୋନା ବ୍ଲକ ତୈଲିକ ସମାଜର ପ୍ରାକ୍ତନ ସଭାପତି, ବରିଷ୍ଠ କର୍ମୀ, ବିଶିଷ୍ଟ ସମାଜ ସେବୀ, ରାଜନୀତିଜ୍ଞ ଶ୍ରୀ ଥଣ୍ଡାରାମ ସା ଗତ ତା. ୨. ୫. ୨୫ ଶୁକ୍ରବାର ଦିନ ଇହଧାମ ତ୍ୟାଗ  କଲେ।ସ୍ବର୍ଗତ ଥଣ୍ଡାରାମ ସା ଙ୍କ ଏକାଦଶ କର୍ମ ତଥା ଗଙ୍ଗଭୋଜ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ତା. ୧୨. ୫. ୨୫ ସୋମବାର ଦିନ ତାଙ୍କ ଜ୍ୟେଷ୍ଠ ପୁତ୍ର ଶ୍ରୀ ଦେବାର୍ଚନ ସା ଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଛି।ଶ୍ରୀ କେଶବଚନ୍ଦ୍ର ପ୍ରଧାନ,ବିଶିଷ୍ଟ ଶିକ୍ଷାବିତ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ଉକ୍ତ ସଭାର ସଭାପତିତ୍ୱ କରିଥିଲେ।ଏହି ଅବସରରେ ଡ. ଗୋବର୍ଧନ ସାହୁ, ପ୍ରାକ୍ତନ ଇଂରାଜୀ ପ୍ରାଧ୍ୟାପକ, ଟିଟିଲାଗଡ଼ ମହାବିଦ୍ୟାଳୟ  ଟିଟିଲାଗଡ଼, ଡ. ପାଣ୍ଡଵ ବେହେରା  ପ୍ରାକ୍ତନ ଅଧ୍ୟକ୍ଷ ପଂଚାୟତ ମହାବିଦ୍ୟାଳୟ ବରଗଡ଼, ଶ୍ରୀ ତାରାକାନ୍ତ ମିଶ୍ର ସଂସ୍କୃତ ଶିକ୍ଷକ ଜମଲା ଉଚ୍ଚ ବିଦ୍ୟାଳୟ ଜମଲା, ଶ୍ରୀ ସୂର୍ଯ୍ୟକୁମାର ମହାପାତ୍ର ପ୍ରାକ୍ତନ ପ୍ରଧାନ ଶିକ୍ଷକ ହୀରାକୁଦ ଉଚ୍ଚ ବିଦ୍ୟାଳୟ ହୀରାକୁଦ, ଶ୍ରୀ ମନୋରଞ୍ଜନ ମେହେର ବିଶିଷ୍ଟ ସାହିତ୍ୟିକ, ଶ୍ରୀ ଜବାହରଲାଲ ପଧାନ, ଶ୍ରୀ ପୂର୍ଣଚନ୍ଦ୍ର ପଧାନ, ଶ୍ରୀ ହୃଷିକେଶ ପଧାନ, ଡ. ଚିନ୍ତାମଣି ପଟେଲ, ବିଶିଷ୍ଟ ଶିକ୍ଷାବିତ, ସମାଜ ସେବୀ ତଥା ରାଜନୀତିଜ୍ଞ ଡ. ନେପାଳ ପ୍ରଧାନ ବିଶିଷ୍ଟ ଶିକ୍ଷାବିତ ତଥା ପ୍ରାକ୍ତନ ଅଧ୍ୟକ୍ଷ ଲରମ୍ଭା ମହାବିଦ୍ୟାଳୟ ଲରମ୍ଭା, ଶ୍ରୀ ଠାକୁରରାମ ପଟେଲ ବିଶିଷ୍ଟ ରାଜନୀତିଜ୍ଞ, ଶ୍ରୀ ବିଦ୍ୟାଧର ସା  ପ୍ରାକ୍ତନ ସଭାପତି ତୈଲିକ ସମାଜ ଙ୍କ ସମେତ ଅମ୍ବାଭୋନା ଅଞ୍ଚଳ ର ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ଗଣ ଉପସ୍ଥିତ ହୋଇ ସ୍ବର୍ଗତ ଶ୍ରୀ ସାଙ୍କ ତ୍ୟାଗମୟ ଜୀବନ ଉପରେ ସ୍ମୃତିଚାରଣ କରିଥିଲେ।ସଭାର ସଭାପତି ଶ୍ରୀ କେଶବଚନ୍ଦ୍ର ପ୍ରଧାନ ସ୍ବର୍ଗତ ଥଣ୍ଡାରାମ ସାଙ୍କୁ ଜଣେ ସେବାପରାୟଣ ସମାଜ ସେବୀ ରୂପେ ପରିଗଣିତ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଡ. ଦୟାନିଧି ସା ମଂଚାସୀନ ଅତିଥି, ନିମନ୍ତ୍ରିତ ଅତିଥି ସମସ୍ତଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ। ସଭାପତି ଶ୍ରୀ ପ୍ରଧାନ ସଭା ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like