-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ପାତାଳଗଙ୍ଗା ଠାରେ ବୈଶାଖମେଳା ଅନୁଷ୍ଠିତ

13-May-2025



 ନୂଆପଡା ଜିଲ୍ଲା ବୋଡେନ ବ୍ଲକ ଅନ୍ତର୍ଗତ ତୀର୍ଥକ୍ଷେତ୍ର ପାତାଳଗଙ୍ଗା ରେ ବୈଶାଖ ମେଳା ମହାସମାରୋହରେ ପାଳିତ ହୋଇଯାଇଛି l ପଡୋଶୀ  ଛତିଶଗଡ଼, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ନୂଆପଡା ଜିଲ୍ଲା ର ହଜାର ହଜାର ଭକ୍ତ ଙ୍କ ସମାଗମ ଲାଗିରହିଥିଲା l ଏହି ଉପଲକ୍ଷେ ରାଧାକୃଷ୍ଣ ମନ୍ଦିର ରେ ଅଷ୍ଟପ୍ରହର ନାମ ଯଜ୍ଞ ଅନୁଷ୍ଠିତ ହୋଇ ଯାଇଛି ଏବଂ ସ୍ବେଚ୍ଛା ସେବି ମାନଙ୍କ ଦ୍ୱାରା ଭୋଜନ, ପିଇବା ପାଣି ର ବ୍ୟବସ୍ଥା କରାଯାଇଥିଲା l 

ଲୋକ ବିଶ୍ୱାସ ଅଛି ତ୍ରେତୟା ଯୁଗ ରେ ପିତୃ ସତ୍ୟ ପାଳନ ପାଇଁ ଶ୍ରୀରାମ, ଲକ୍ଷ୍ମଣ, ଦେବୀ ସୀତାବନ ବାସ କରିଥିଲେ ଓ ସେହି ବନବାସ ସମୟ ରେ ଘଞ୍ଚ ଜଙ୍ଗଲ ରେ ବୁଲୁଥିବା ବେଳେ ଦେବୀ ସୀତା ଙ୍କୁ ପ୍ରବଳ ଶୋଷ ହୋଇ ଥିଲା ରାମ ଓ ଲକ୍ଷ୍ମଣ ଘଞ୍ଚ ଜଙ୍ଗଲ ରେ ପାଣି ଖୋଜିଲେ ହେଲେ ପାଣିର ସନ୍ଧାନ ମିଳିଲା ନାହିଁ l ତେଣୁ ମର୍ଯ୍ୟାଦା ପୁରୁଷ ଶ୍ରୀ ରାମ ଙ୍କ ଆଦେଶ ରେ ଲକ୍ଷ୍ମଣ ପାତାଳ କୁ ଶର ମାରି ଗଙ୍ଗା କୁ ଆଣିଥିଲେ ଓ ଗଙ୍ଗା ସୃଷ୍ଟି ହେବା ପରେ ସେଥିରୁ ପାଣି ପିଇ ନିଜ ଶୋଷ ମେଣ୍ଟାଇ ଥିଲେ ଦେବୀ ସୀତା l ସେଦିନ ଥିଲା ବୈଶାଖ ପୂର୍ଣ୍ଣିମା ବଣରେ ବୁଲିବୁଲି ଶୋଷ ହେବା ରୁ ଏଇଠୁ ପାଣି ପିଇ ଥିଲେ ମା ସୀତା l ତେଣୁ ବିଶ୍ୱାସ ରହିଛି ବୈଶାଖ ପୂର୍ଣ୍ଣିମା ରେ ପାତାଳ ରୁ ଗଙ୍ଗା ମାତା ଙ୍କ ଆବିର୍ଭାବ ହୋଇ ଥିଲା ତେଣୁ ଏହି ପୁଣ୍ୟ ଦିନ ରେ ବୁଡ଼ ପକେଇଵାକୁ ଶହ ଶହ ଶ୍ରଦ୍ଧାଲୁ ଙ୍କ ଭିଡ଼ ଲାଗେ କାରଣ ବିଶ୍ୱାସ ରହିଛି ଏଠି ବୁଡ଼ ପକାଇଲେ ଚର୍ମ ରୋଗ ହୁଏ ନାହିଁ  l

ଏହି ପାତାଳ ଗଙ୍ଗା ର ପ୍ରବେଶ ଦ୍ୱାର ରେ  ମା ଦ୍ୱାରଶନି,ମାଦୁର୍ଗାମନ୍ଦିର , ଗାୟତ୍ରୀ ମନ୍ଦିର ତଥା ଅନେକ ମନ୍ଦିର ରହିଛି l ସମସ୍ତ ଶ୍ରଦ୍ଧାଲୁ ମାନେ ପାତାଳଗଙ୍ଗା ରେ ଗାଧୋଇ ପୂଜାର୍ଚନା କରିଥିଲେ  l

ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେରଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like