-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||     

HOME   ଜିଲ୍ଲା

ପୁଣି ମାନବିକତା ର ପରିଚୟ ଦେଲା ସେବା ଚେରିଟେବୁଲ ଟ୍ରଷ୍ଟ ।

21-Jan-2021



ପାଟଣାଗଡ଼(ଗୋରେଖନାଥ ବରିହା)ପାଟଣାଗଡ଼ ଥାନା ଅନ୍ତର୍ଗତ ଗଏଲମରା ଗ୍ରାମରେ ଗତକାଲି ରାତିରେ ମାୟାବର୍ହା ଗ୍ରାମର ଏକ ଗଛରେ ବେକରେ ରଶି ଲଗାଇ ଭକ୍ତ କୁମୁରା ଆତ୍ମହତ୍ୟା କରିଥିଲେ । ଏ ବିଷୟରେ ଗ୍ରାମର ଭଦ୍ରବ୍ୟକ୍ତି ପାଟଣାଗଡ଼ ଥାନା କୁ ଖବର ଦେଇଥିଲେ ।ପାଟଣାଗଡ଼ ପୋଲିସ ଘଟଣା ସ୍ଥଳରୁ ଶବ ଉଦ୍ଧାର କରି ଡାକ୍ତରଖାନା ଶବ ସଂଗୃହିତ ଗୃହରେ ରଖିଥିଲେ । କିଛି ସମୟ ପରେ ଶବ ବ୍ୟବଚ୍ଛେଦ କରିଥିଲେ କିନ୍ତୁ ଭକ୍ତ କୁମୁରା ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତୀ ସମାଜ ନୀତି ନିୟମ ଅନୁଯାୟୀ ଶବକୁ ବାପା ଘର କି ଶ୍ବଶୁର ଘରଲୋକେ କେହି ନେଇନଥିଲେ । ଘଟଣା ବିଷୟରେ ଖବର ପାଇ ପାଟଣାଗଡ଼ ର ସ୍ବେଛାସେବୀ ଅନୁଷ୍ଠାନ ସେବା ଚେରିଟେବୁଲ ଟ୍ରଷ୍ଟ ଶବ ସତ୍କାର କରିବା ପାଇଁ ନିଷ୍ପତ୍ତି ନେଇ ପାଟଣାଗଡ଼ ପଞ୍ଚମୁଖୀ ହନୁମାନ ମନ୍ଦିର ପାଖରେ ଥିବା ସ୍ୱର୍ଗଦ୍ୱାର ରେ ଶବ ସତ୍କାର କରାଯାଇଥିଲା ।ଏହି ଶବ ସତ୍କାର କାର୍ଯ୍ୟରେ ଟ୍ରଷ୍ଟ ସଭାପତି ଶ୍ରୀ ସୁନୀଲ ସିଂ, ଉପସଭାପତି ଶ୍ରୀ ଗିରିଧାରୀ ଭୋଇ, ସଦସ୍ୟ ରୀଙ୍କୁ ନାଗ, ଯୁଧିଷ୍ଠିର ମିର୍ଧା, ସିଲୁ ସାହୁ, ସୁଶୀଲ କୁମ୍ଭାର, ସଂଗ୍ରାମ ବାହୁକ,ଘନ ଭୁଏ ପ୍ରମୁଖ ଉପସ୍ଥିତ ରହି ଶେଷ ପର୍ଯ୍ୟନ୍ତ ରହିଥିଲେ । ଏହି ଶବ ସତ୍କାର କାର୍ଯ୍ୟରେ ପାଟଣାଗଡ଼ ଥାନାଧିକାରୀ ଶ୍ରୀମତୀ କେ. ପ୍ରିୟଙ୍କା ରାଉତରାୟ କାଠ ଯୋଗାଇଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026

You Might Also Like