-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତ ରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ l   (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||     

HOME   ଜିଲ୍ଲା

ବିନିକାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଅଭିଯୋଗ ଶୁଣାଣି ଶିବିର,୪୫ଟି ଅଭିଯୋଗ

13-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ  ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ତରଫରୁ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ  ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଉପରେ ଶୁଣାଣି କରିଥିଲେ ।   ୩୩ଗୋଟି ବ୍ୟକ୍ତିଗତ ଓ ୧୨ଗୋଟି ସାମୁହିକ ଦରଖାସ୍ତ ପଡ଼ିଥିଲା ।ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ  ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରଦୀପ କୁମାର ଗୁରୁ,ଉପଜିଲ୍ଲାପାଳ ସୌମ୍ୟାରୁପା ରଥଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,ସାମ୍ବାଦିକ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତ ରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ l   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026

You Might Also Like