-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ନର୍ସିଂ କର୍ମଚାରୀ ସଂଘ ତରଫରୁ ଆନ୍ତର୍ଜାତିକ ସେବିକା ଦିବସ ପାଳିତ* :- *ପୁଲୱାମା ଆକ୍ରମଣ ଉପରେ କ୍ଷୁଦ୍ର ନାଟକ ପରିବେଷଣ କଲେ ସେବିକା*

13-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)

ସୁବର୍ଣ୍ଣପୁର ଜିଲ୍ଲା ନର୍ସିଂ କର୍ମଚାରୀ ସଂଘ ତରଫରୁ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନରେ ଆନ୍ତର୍ଜାତିକ ସେବିକା ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବ ରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାୟକ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ାକ୍ତର ପ୍ରଦୀପ କୁମାର ଗୁରୁ ସେବିକାମାନେ ଆଶା, ଆଶ୍ୱାସନା ଓ ମମତାର ଜୀବନ୍ତ ପ୍ରତିଭୂ ବୋଲି ନିଜ ବକ୍ତବ୍ୟରେ ଉଲ୍ଲେଖ କରିଥିଲେ । ବରିଷ୍ଠ ସେବିକା ପୁଷ୍କାଞ୍ଜଳି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଡ଼ାକ୍ତରଖାନା ଅଧିକ୍ଷକ ଡ଼ାକ୍ତର ଦୂର୍ଗାଦତ୍ତ ଦାଶ, ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ
ଡ଼ାକ୍ତର ସତ୍ୟ ନାରାୟଣ ପାଣିଗ୍ରାହୀ, ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡ଼ାକ୍ତର ରାମ ଶଙ୍କର ତ୍ରିପାଠି, ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡ଼ାକ୍ତର ରବୀନ୍ଦ୍ରନାଥ ପଣ୍ଡା, ଡ଼ିଆଇପିଆରଓ ଅଶ୍ୱିନୀ ଭୋଇ, ଉଲୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ, ସରକାରୀ ଏଏନଏମ ତାଲିମ କେନ୍ଦ୍ରର ପ୍ରିନସିପାଲ ସ୍ମିତାଶ୍ରୀ ନାୟକ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ସେବିକା ମାନଙ୍କୁ ଉତ୍ସର୍ଗୀକୃତ ସେବା  ପ୍ରଦାନ ପାଇଁ ପରାମର୍ଶ କରିଥିଲେ। ପ୍ରଦ୍ୟୁମ୍ନ ସାହୁ ନିଜ ବକ୍ତବ୍ୟରେ ସେବିକାମାନଙ୍କ ପାଇଁ ଏକ ଆମୋଦ କେନ୍ଦ୍ରର ଆବଶ୍ୟକତା ଥିବା ଉଲ୍ଲେଖ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ଆବ୍ରାହମ ଦାଶ । ଏହି ଅବସରରେ ନିୟତି ସାହୁ, ନିରୂପମା ମେହେର ଏବଂ ସ୍ମିତାଶୀ ନାୟକଙ୍କୁ ଉତ୍କୃଷ୍ଟ ସେବା ପାଇଁ ସମ୍ମାନିତ କରାଯାଇଥିଲା । କାର୍ଯ୍ୟକ୍ରମ ଆୟୋଜନରେ ସଂପାଦକ ଧବଳେଶ୍ବର ମହାକୁର, ପ୍ରିୟବ୍ରତ ଝାଙ୍କର, ଏଲି ଭଞ୍ଜ, ଭାଗ୍ୟବତି ସା, ସିପୁନ କୁମାର ରାଉଲ, ଶ୍ରବଣ କୁମାର ସିଂ,  ବିଭୁଦେନ୍ଦ୍ର ପ୍ରତାପ ବିଶ୍ୱାଳ ପ୍ରମୁଖ ସହଯୋଗ କରିଥିଲେ । ସେଵିକା ପ୍ରମୋଦିନି ରାଉତ, ଅଞ୍ଜଳି ବେହେରା,ସେବକ କ୍ଷୀରୋଦ ସେଠି, ମାନସ ରଞ୍ଜନ ଭୋଇ ଙ୍କ ଦ୍ବାରା ପୂଲ୍ ୱାମା ଆକ୍ରମଣ ଉପରେ ପରିବେଷିତ ନାଟକ ର ନିଖୁଣ ଅଭିନୟ ଉପସ୍ଥିତ ଅତିଥି ଓ ଦର୍ଶକ ଙ୍କ ପାଇଁ ହୃଦୟ ସ୍ପର୍ଶି ଥିଲା l ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like