-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||     

HOME   ଜିଲ୍ଲା

ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୪୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

13-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ  ଶ୍ରୀ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୩ଗୋଟି  ଗ୍ରହଣ କରାଯାଇଥିବା ବେଳେ ୧୨ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମରେ  ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରଦୀପ କୁମାର ଗୁରୁ, ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୁପା ରଥ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026

You Might Also Like