-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||     

HOME   ଜିଲ୍ଲା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଯୁକ୍ତ ଦୁଇ ବିଜ୍ଞାନ ଟପ୍ପର ହେଲେ ପ୍ରଦ୍ୟୁମ୍ନ ଦାସ*-

13-May-2025



(ମନୋରଞ୍ଜନ ତ୍ରିପାଠୀ)
ଚଳିତ ବର୍ଷ ୨୦୨୪/୨୦୨୫ ର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଯୁକ୍ତ ଦୁଇ  ସି ବି ଏସ ଇ ବିଜ୍ଞାନ ବିଭାଗ ପରୀକ୍ଷା ରେ ୯୨.୬ ପ୍ରତିଶତ ମାର୍କ ରଖି ପ୍ରଦ୍ୟୁମ୍ନ ଦାଶ ହେଲେ ତରଭା ବ୍ଲକ ଟପ୍ପର l  ଶ୍ରୀମାନ ଦାଶ ତରଭା ଶ୍ରିହରି ବିଦ୍ୟାଳୟ ଠାରେ ଏଲ କେ ଜି ରୁ  କ୍ଲାସ ଫିପ୍ଥ ଯାଏ ଓ କ୍ଲାସ ସିକ୍ସଥ ରୁ ଦଶମ ଶ୍ରେଣୀ ଯାଏ ସବୁବେଳେ ବ୍ଳକ୍ ଲେବେଲ ରେ ଟପ୍ପର ହୋଇ ଆସିଥିବା ଖବର ମିଳିଛି l ତରଭା ର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ସନ୍ତୋଷିନି ମାହାଣା ଓ ବ୍ୟବସାୟୀ କୃଷ୍ଣ ଚନ୍ଦ୍ର ଦାଶ ଙ୍କ ସୁ ପୁତ୍ର ଅଟନ୍ତି l ଶ୍ରୀମାନ ଦାଶ ଆଗକୁ " ଆଇଜର " ଗବେଷଣା କ୍ଷେତ୍ର ରେ ଶିକ୍ଷାଲାଭ କରିବା ଲକ୍ଷ୍ୟ ରଖିଥିବା ବିଷୟ ଆମ ପ୍ରତିନିଧି ଙ୍କୁ ପ୍ରକାଶ କରିଥିବା ବେଳେ ଏ ସଫଳତା ଖବର ପରେ ତାଙ୍କୁ ସାରା ଜିଲ୍ଲା ରୁ ଶୁଭେଚ୍ଛା ର ସୁଅ ଛୁଟୁଥିବା ଜଣା ଯାଇଛି l ଏ ଖବର ପ୍ରସାରଣ ଯାଏ ଶ୍ରୀମାନ ଦାଶ  ବ୍ଲକ ଟପ୍ପର ନା ଜିଲ୍ଲା ଟପ୍ପର ସ୍ପଷ୍ଟ ହୋଇ ନ ଥିବା ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026

You Might Also Like