-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବୁଦ୍ଧ ଜୟନ୍ତୀ ସମାରୋହ

14-May-2025



ବରୀ(ରଞ୍ଜିତ ମହାନ୍ତି): ବରୀ ବ୍ଲକ ଅନ୍ତର୍ଗତ ରତ୍ନଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପୁଷ୍ପଗିରି ପରିଷଦ, ରତ୍ନଗିରି ପକ୍ଷରୁ ବୁଦ୍ଧ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। ପରିଷଦର ସ୍ଥାୟୀ ସଭାପତି ଦୁଃଖୀରାମ ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବକୁ ମୁଖ୍ୟଅତିଥ୍ ବରୀ ବିଧାୟିକ ବିଶ୍ବରଞ୍ଜନ ମଲିକ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥ୍‌ ଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ ଏବଂ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ୟାପକ ଡ ମନୋରଞ୍ଜନ ମହାନ୍ତି, ସମ୍ମାନିତ ଅତିଥ୍‌ ଭାବେ ବୈଷ୍ଣବ ଚରଣ ସାମଲ ଯୋଗଦେଇଥିଲେ ।
ସଫ ରମା ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଫଳତା ପାଇଥିବା ବ୍ୟକ୍ତିବିଶେଷ ଗୋପବନ୍ଧୁ ରମାଦେବା ଆଶ୍ରମର ସେ ସେବିକା ସୀତାରାଣି ଦେଓଙ୍କୁ ମା ଦାସ ସମ୍ମାନ, ବିଶିଷ୍ଟ ଶିକ୍ଷାବି ଷାବିତ, ସାହିତ୍ୟିକ ଓ ଗ୍ୟାଧର ସାହୁଙ୍କୁ ଗୋବିନ୍ଦ ଦ ଚନ୍ଦ୍ର ମାହୁନ୍ତ ସ୍ମୃତି ସମ୍ମାନ, ଚଳଚ୍ଚିତ୍ର, ସିରିଏଲ ଅଭିନେତ୍ରୀ ଅଳକା ଶତପ‌ଥୀଙ୍କୁ ଦାସରଥୀ ସାମଲ ସ୍ମୃତି ସ ସମ୍ମାନ, ଶିକ୍ଷାବିତ ଗୋପବନ୍ଧୁ ଦାସଙ୍କୁ ଗୋବିନ୍ଦ ଚନ୍ଦ୍ର ଜେନା ସମ୍ମ ସମ୍ମାନ, ପ୍ରା ପ୍ରାକ୍ତନ ସରପଞ୍ଚ ବାବାଜି ଚରଣ ଦାସଙ୍କୁ ବିଷ୍ଣୁ ଚରଣ ମହାନ୍ତି ସମ୍ମାନ, ଶିକ୍ଷାବିତ ଉତ୍ସବାନନ୍ଦ ରାଉତଙ୍କୁ ପୁଷ୍ପଗିରି ପ୍ରତିଭା ସମ୍ମାନ, ସମାଜସେବୀ କୁମାର ଜେନାଙ୍କୁ ପୁଷ୍ପଗିରି ସଂସ୍କୃତି ସମ୍ମାନ, ଶିକ୍ଷାବିତ ବସନ୍ତ କୁମାର ପ୍ରଧାନଙ୍କୁ ପୁଷ୍ପଗିରି ଜ୍ୟୋତି ସମ୍ମାନ ଓ ଶିକ୍ଷାବିତ ସଚିଦାନନ୍ଦ ମଲିକଙ୍କୁ ପ୍ରଦାନ କରାଯାଇଥିଲା । ଉତ୍ସବରେ ଡ ନୃସିଂହ ଚରଣ ବେହେରା ଅତିଥ୍ ପରିଚୟ ପ୍ରଦାନ, ପରିଷଦର ସମ୍ପାଦକ ମକରଧ୍ବଜ ସାହୁ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ କୁମାର ଦାସ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଶେଷରେ ଅଜୟ କୁମାର ବଳ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like