-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ଖୁଣ୍ଟିଗୋରା ଷଷ୍ଠ ରାତ୍ରିକାଳୀନ କ୍ରିକେଟ ଉଦଯାପିତ: ଭୁବନେଶ୍ୱର ଉପବିଜେତା, ମହାଦେବପାଲି ଚମ୍ପିଆନ

14-May-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ଠାରେ ଆୟୋଜିତ ଷଷ୍ଠ ରାତ୍ରିକାଳୀନ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଅନ୍ତିମ ସନ୍ଧ୍ୟାରେ ୨ଟି ସେମିଫାଇନାଲ ସହ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା l ପ୍ରଥମ ସେମିଫାଇନାଲ ଖେଳରେ ଅକାଳଚଡକ ଦଳକୁ ହରାଇ ମହାଦେବପାଲି ଫାଇନାଲକୁ ପ୍ରବେଶ କରିଥିଲା l ଦ୍ଵିତୀୟ ସେମିଫାଇନରେ ଖେଳରେ ସତୀଗଡ଼ ଦଳକୁ ହରାଇ ଏମସିସି ଭୁବନେଶ୍ୱର ଦଳ ବିଜୟୀ ହୋଇ ମହାଦେବପାଲି ସହିତ ଫାଇନାଲ ଖେଳ ଖେଳି ନୈରାଶ୍ୟଜନକ ପ୍ରଦର୍ଶନ ଯୋଗୁଁ ପାରାଜିତ ହୋଇଥିଲା l ଫଳରେ ମହାଦେବପାଲି ଦଳ ଚଳିତ ବର୍ଷର ଚମ୍ପିଆନ ଟ୍ରଫି ଅର୍ଜନ କରିଛି l ବବୁଲ ଓ ମନୋଜ ସାହୁ ଖେଳ ପରିଚାଳନା କରିଥିଲେ l ସୁଶାନ୍ତ ବାରିକ, ଆଜାଦ

କଲତା ଓ ପବିତ୍ର ଭୋଇ ଧାରାବିବରଣୀ ପ୍ରଦାନ କରିଥିଲେ l ରୀତିବନ୍ତ ସାହୁ ଓ ଭକ୍ତ ସାହୁ ସ୍କୋରର ଥିଲେ l ବେଷ୍ଟ ବଳର ଭାବେ ଭୁବନେଶ୍ୱର ଦଳର ଖେଳାଳି ବାଦଳ, ବେଷ୍ଟ ଫିଲଡର ଭାବେ ମହାଦେବପାଲି ଦଳର ଖେଳାଳି ବବି, ବେଷ୍ଟ ବ୍ୟାଟ୍ସମ୍ୟାନ ଭାବେ ସତୀଗାଡ଼ ଦଳର ଖେଳାଳି ବାପୁନ, ମ୍ୟାନ ଅଫ ଦି ମ୍ୟାଚ ମହାଦେବପାଲିର ଖେଳାଳି ପବିତ୍ର, ମ୍ୟାନ ଅଫ ଦି ସିରିଜ ଭୁବନେଶ୍ୱର ଦଳର ଖେଲାଳି ବାଦଲଙ୍କୁ ପ୍ରଦାନ କରାଯାଇଥିଲା l ଟୁର୍ଣ୍ଣାମେଣ୍ଟରେ ୪ର୍ଥ ସ୍ଥାନ ଅଧିକାର କରିଥିବା ଅକାଳଚଡକ ଦଳ ଓ ୩ୟ ସ୍ଥାନ ଅଧିକାର କରିଥିବା ସତୀଗଡ଼ ଦଳକୁ ସାନ୍ତ୍ୱନାମୂଳକ ଅର୍ଥ ପୁରସ୍କାର କରାଯାଇଥିଲା l ଏମସିସି ଭୁବନେଶ୍ୱର ଦଳକୁ ଉପବିଜେତା ଓ ମହାଦେବପାଲି ଦଳକୁ ଚମ୍ପିଆନ ଭାବେ ଅତିଥି ମାନଙ୍କ ଦ୍ୱାରା ଟ୍ରଫି ସମେତ ଅର୍ଥରାଶି ପୁରସ୍କୃତ କରାଯାଇଥିଲା l ଆଜିର ଖେଳରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି, ମିଳିତ ଶିକ୍ଷକ ସଙ୍ଘ ସଭାପତି ନିଳାଞ୍ଚଳ ଭୋଇ, ଶିକ୍ଷାବିତ ଗୋବର୍ଦ୍ଧନ ପ୍ରଧାନ, ଖୁଣ୍ଟିଗୋରା ସରପଞ୍ଚ ରବିଚନ୍ଦ୍ର ମହାକୁଡ଼, ସମିତି ସଭ୍ୟା ପ୍ରତିନିଧି ସୁଧିର ସାହୁ, ସମାଜସେବୀ ଶ୍ରୀକାନ୍ତ ମିଶ୍ର, ବାଲିଗୁଡା ସାଂସଦ ପ୍ରତିନିଧି ଦେବେନ୍ଦ୍ର କୁଦେଇ, ସମାଜସେବୀ ଅଭିରାମ ରଣା, ଅନୁକୂଳ ରଣା, ଆଦିବାସୀ ନେତା ସତ୍ୟନାରାୟଣ ମାଝୀ, ଗୋପୀନାଥ କହଁର, ଘନଶ୍ୟାମ ବୁଡ଼ାଏକ, ଚିତ୍ରଶିଳ୍ପୀ ପରମେଶ୍ୱର କର୍ମୀ, ଶିକ୍ଷକ ଧାର୍ମାନନ୍ଦ ସାହୁ, ଗୋବିନ୍ଦ ସାହୁ, ମହେନ୍ଦ୍ର ସାହୁ, ଜ୍ୟୋତିରଞ୍ଜନ ସାହୁ, ସାମ୍ବାଦିକ ପ୍ରଭାତ ସାହୁ, ବ୍ୟବସାୟୀ ରଞ୍ଜନ ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିବା ସହୁତ ପୁରସ୍କୃତ କରିଥିଲେ l ଖୁଣ୍ଟିଗୋରା କ୍ରିକେଟ କ୍ଲବର ସମସ୍ତ ସଦସ୍ୟ ଖେଳ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like