-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||     

HOME   ଜିଲ୍ଲା

ଆମ୍ବେଦକର କ୍ଲବ ଠାରେ ଲକ୍ଷେଘର ଗଣ୍ଡା ସମାଜ ପକ୍ଷରୁ ଏକ ବୈଠକ

14-May-2025



ଲୋଇସିଂହା, (ପ୍ରେରଣା ଖବର) ଲୋଇସିଂହା ବ୍ଲକ ବୁର୍ଡ଼l ଅଧିନସ୍ଥ ଆମ୍ବେଦକର କ୍ଲବ ଠାରେ ଲକ୍ଷେଘର ଗଣ୍ଡା ସମାଜ ପକ୍ଷରୁ ଏକ ବୈଠକ ମାଧବ ଚନ୍ଦ୍ର ନାଗ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକ ରେ ନିମ୍ନଲିଖିତ ପ୍ରସ୍ତାବ ଗୁଡିକ ଆଗତ କରାଯାଇ ନିଷ୍ପତି ନେବାସହ ବିଭିନ୍ନ ପ୍ରସ୍ତାବ ମାନ ସର୍ବସମ୍ମତି କ୍ରମେ ନିଷ୍ପତି ନିଆଗଲା l ଯାହାକି ବୁଦ୍ଧ, ବାବାସାହେବ ଙ୍କ ବିଚାର, ସିଦ୍ଧlନ୍ତ, ନୀତି ଓ ଆଦର୍ଶ ଉପରେ କାର୍ଯ୍ୟ କରିବା l ସମାଜ ରେ ଥିବା ଅସମାନତା, ଭେଦଭାବ, ଛୁଆଅଛୁଆଁ ଉପରେ କାର୍ଯ୍ୟ କରିବା l ସମାଜ ର ଛାତ୍ରଛାତ୍ରୀ ଙ୍କୁ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହିତ କରିବା l ସର୍ବସମ୍ମତିକ୍ରମେ ଶ୍ରୀ ଲାଲମନ ନାଗ ଙ୍କୁ ଲକ୍ଷେଘର ଗଣ୍ଡା ସମାଜ ସଭାପତି ଲୋଇସିଂହା ଭାବେ ନିଦ୍ଵନ୍ଦରେ ଚୟନ କରାଗଲା l ଉକ୍ତ ବୈଠକ ରେ 20 ଟି ପଂଚାୟତ ର ସଭ୍ୟ/ସଭ୍ୟା ଉପସ୍ଥିତ ରହି ନିଜ ନିଜର ମତାମତ ଦେଇଥିଲେ l ସମାଜ ର ସାମାଜିକ, ଅର୍ଥନୈତିକ, ରାଜନୈତିକ, ସାଂସ୍କୃତିକ ପରିବର୍ତନ ଉପରେ ଗୁରୁତ୍ୱାରୋପ କରାଗଲା l ଗଜିନ୍ଦ୍ର ନନ୍ଦ, ଶ୍ରୀକର ନନ୍ଦ, ଦୈତାରୀ ନନ୍ଦ, ହେମାନନ୍ଦ ଶିକା, ଶଙ୍କରପ୍ରସାଦ ନାଗ, ଦୀପକ ନାଗ, ପ୍ରକାଶ ନନ୍ଦ, କ୍ଷୀରଧର ନନ୍ଦ, ପୁଷ୍ପେନ୍ଦ୍ର ହରପାଳ, ହଜାରୀ କୁମ୍ଭାର, ରଞ୍ଜନ ନନ୍ଦ, ଦୀପକ ବାରିକ ସମେତ ଅନେକ ସଭ୍ୟ ଉପସ୍ଥିତ ବୈଠକ ରେ ଥିଲେ l ଶେଷରେ ସଭାପତି ଶ୍ରୀ ନାଗ ଧନ୍ୟବାଦ ଓ ସାଧୁବାଦ ଦେଇ ସଭା ସାଂଗ କରାଗଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026

You Might Also Like