-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ବିଧାୟକଙ୍କ ଉପସ୍ଥିତିରେ ଆରମ୍ଭ ହେଲା ରବି ଧାନ କିଣା:.... କେଉଁଟିପାଲି ଓ ଅର୍ଡା ଧାନ ମଣ୍ଡିର ଶୁଭାରମ୍ଭ କଲେ ବିଧାୟକ ସନତ କୁମାର ଗଡତୀୟା

14-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ନିର୍ଧାରିତ ତାରିଖ ଅନୁଯାୟୀ ଆଜି ଜିଲ୍ଲାର ସମସ୍ତ ମଣ୍ଡିରେ ଧାନ କିଣା ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଗୋରୁ ମାର୍କେଟ ଠାରେ ବରଗଡ ନିୟନ୍ତ୍ରିତ ବଜାର କମିଟି ଦ୍ଵାରା ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ବରଗଡ ବିଧାୟକ ଶ୍ରୀ ଅଶ୍ଵିନୀ କୁମାର ଷଡଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବରଗଡ ଆରଏମସି ର ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । ସେହିଭଳି ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧିନସ୍ଥ ଅତାବିରା ଏବଂ ଗୋଡଭଗା ଧାନ ମଣ୍ଡିରେ ମାନ୍ୟବର ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତାବିରା ଆରଏମସି ର ରବି ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରିଥିବା ବେଳେ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧିନସ୍ଥ କେଉଁଟିପାଲି ଏବଂ ଅର୍ଡା ଧାନ ମଣ୍ଡିରେ ମାନ୍ୟବର ବିଜେପୁର ବିଧାୟକ ଶ୍ରୀ ସନତ କୁମାର ଗଡ଼ତିୟା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଦ୍ମପୁର ଆରଏମସି ର ରବି ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟାଲଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ, ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ ଏବଂ ବରଗଡ,ଅତାବିରା ଓ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟିର ସମସ୍ତ କର୍ମକର୍ତ୍ତା ନିଜ ନିଜ ଆରଏମସି ଅଧିନସ୍ଥ ଧାନ ମଣ୍ଡିରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like