-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ରାୟଗଡା ଜିଲ୍ଳା ଆଇନ ସେବା ପ୍ରାଧିକରଣ ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

14-May-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ):  ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ସତ୍ୟନାରାୟଣ ଷଡଙ୍ଗୀଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୂଲରେ ଜି୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ  ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୧୪.୦୫.୨୦୨୫ ରିଖ ବୁଧୁବାର ସମୟ ଘ.୧୦.୦୦ମି ସମୟ ରେ ସ୍ଥାନୀୟ ପିତାମହଲ ପଞ୍ଛାୟତର ବେହେରାଗୁଡା ଗ୍ରାମରେ ବର୍ଯ୍ୟବସ୍ତୁ ପରିଚାଳନା ଉପରେ ଉପରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଆଇନଜୀବୀ ରାଜ ନାୟକ, ଜିଲ୍ଲା ଆଇନସେବା ପ୍ରାଧିକରଣର ପ୍ରଣ୍ଟ ଅଫିସ ରିଟେନର ଭାରତୀ ତ୍ରିପାଠୀ, ଜିଲ୍ଲା ଆଇନସେବା ପ୍ରାଧିକରଣର ପି.ଏଲ୍.ଭି ଅଶୋକ ମହାରଣା, ପ୍ରତ୍ୟୁସ ଛିନଚାନି, ବେହେରାଗୁଡା ଗ୍ରାମର ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ବର୍ଯ୍ୟବସ୍ତୁକୁ ଏଣେତେଣେ ନପକାଇ କିପରି ତାକୁ ଉଚିତ ବ୍ୟବହାର କରିବା ସେ ଉପରେ ଲୋକମାନଙ୍କୁ ବିସ୍ତୃତ ଭାବରେ ଅବଗତ କରାଇଥିଲେ I ସେହିପରି ନିଜର ବକ୍ତବ୍ୟରେ ଦେବରାଜ ନାଏକ ସରକାରଙ୍କ ତରଫରୁ ଉପଲବ୍ଧ ଥିବା ବିଭିନ୍ନ କଲ୍ୟାଣକାରୀ କାର୍ଯ୍ୟକ୍ରମ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ I ପରିଶେଷରେ ଏକ ଖୋଲା ଆଲୋଚନାରେ ଉପସ୍ଥିତ ଅତିଥିମାନେ ଅଂଶଗ୍ରହଣକାରୀ ମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ I ପରିଶେଷରେ ଜିଲ୍ଲା ଆଇନସେବା ପ୍ରାଧିକରଣର ପ୍ରଣ୍ଟ ଅଫିସ ରିଟେନର ଉପସ୍ଥିତ ଅତିଥିମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହିତ ନିଜର ବକ୍ତବ୍ୟରେ ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଦ୍ୱାରସ୍ଥ ହେବା ପାଇ ସମସ୍ତ ଜନସାଧାରଣ ମାନଙ୍କୁ ବୁଝାଇଥିଲେ  I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଗ୍ରାମର ସମସ୍ତ ଜନସାଧାରଣ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like