-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||     

HOME   ଜିଲ୍ଲା

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଲିଙ୍ଗଗତ ସାମ୍ୟତା ସମ୍ପର୍କିତ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ

14-May-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାନ-ଓସଡମା ପକ୍ଷରୁ ରାୟଗଡ ବ୍ଲକ ସଦଭାବନା ସଭା ଗୃହରେ ବ୍ଲକସ୍ତରୀୟ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ରାୟଗଡା ବ୍ଳକ ଅଧ୍ୟକ୍ଷା ସୁଶ୍ରୀ ଟୁନି ହୁଇକା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମନୋଜ କୁମାର ନାହାକ, ଓସଡମାର ଜିଲ୍ଲା ପ୍ରକଳ୍ପ ଅଧିକାରୀ ପ୍ରଦୋଷ କୁମାର  ଜେନା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଜିତ କୁମାର ମିଶ୍ର  ଉପସ୍ଥିତ ରହି କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ ।
  ଜାତୀୟ ଓ ରାଜ୍ଯ ବିପର୍ଯ୍ୟୟ ପରିଚାଳନା ଆଇନରେ ଥିବା ବ୍ୟବସ୍ଥା ଓ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରା ଯାଇଥିଲା ପୂରୁଷ ପ୍ରଧାନ ସମାଜରେ ବିପର୍ଯ୍ୟୟର ପରିଚାଳନା କ୍ଷେତ୍ରରେ ମହିଳା ଓ ତୃତୀୟ ଲିଙ୍ଗୀଙ୍କ ସ୍ବଳ୍ପ ଅଂଶଗ୍ରହଣର କାରଣ ଓ ଫଳାଫଳ  ତଥା ସମାଜରେ ବିଷୟରେ ଦଳଗତ ଆଲୋଚନା ହୋଇଥିଲା ।
 ଏଥିରେ ସ୍ବାସ୍ଥ୍ୟ, ଶିକ୍ଷା, ମହିଳା ଓ ଶିଶୁ ବିକାଶ, ରାଜସ୍ବ, ପୋଲିସ, ଗ୍ରାମ ପଞ୍ଚାୟତ କର୍ମକର୍ତ୍ତା, ନିର୍ବାଚିତ ପ୍ରତିନିଧି, ବେସରକାରୀ ଅନୁଷ୍ଠାନ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
 ରାୟଗଡା ଜିଲ୍ଲାରେ ବନ୍ୟା, ବିଜୁଳି ଓ ଘଡଘଡି, ସାପକାମୁଡା,

ପାଣିରେ ବୁଡ଼ି ମୃତ୍ଯୁବରଣ ସହ ରକ୍ତହୀନତା, ବାଲ୍ୟ ବିବାହ ଆଦି ସମ୍ଭାବ୍ଯ ବିପର୍ଯ୍ୟୟ, ଏବଂ ପ୍ରାକୃତିକ  ଓ ମନୁଷ୍ଯକୃତ ବିପର୍ଯ୍ୟୟ ଓ ତାହାର ମୁକାବିଲା ଆଦି ବିଷୟ ଆଲୋଚନାର ପରିସରଭୁକ୍ତ ହୋଇଥିଲା। ସମ୍ବଳବ୍ୟକ୍ତି ପାୱାର ପଏଣ୍ଟ ମାଧ୍ୟମରେ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ। ବ୍ଳକସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଯୋଜନାରେ ମହିଳା ଓ ତୃତୀୟ ଲିଙ୍ଗ ବ୍ୟକ୍ତିଙ୍କୁ ସାମିଲ କରିବାସହ ଅଞ୍ଚଳରେ ଥିବା ସମ୍ବଳ ଓ ଯୁବ ସ୍ଵେଚ୍ଛାସେବୀ ଚିହ୍ନଟ କରି ସେମାନଙ୍କୁ ପ୍ରାଥମିକ କୌଶଳ ତାଲିମ ପ୍ରଦାନର ଆବଶ୍ୟକତା ବିଷୟରେ ଆଲୋଚନା ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026

You Might Also Like