-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||     

HOME   ଜିଲ୍ଲା

ଚନ୍ଦନ ଯାତ୍ରା ମହୋତ୍ସଵ ଗୋନ୍ତିଆ ପଡ଼ାର ଆଜି ପୂର୍ଣ୍ଣାହୁତି

14-May-2025



ବେଲପଡ଼ା(ତ୍ରିନାଥ ବାଗ): ବେଲପଡ଼ା ବ୍ଲକ ଅଧୀନ ବିଛୁ ବାହାଲି ଗାଁର ଗୌନ୍ତିଆପଡ଼ାରେ ହୋଇଥିବା ଚନ୍ଦନ ଯାତ୍ରା ମହୋତ୍ସବ ଆଜି ପୂର୍ଣ୍ଣାହୁତି ହୋଇଛି ଗୌନ୍ତିଆପଡ଼ା ରେ ୯ ତାରିଖରୁ ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ଦୀର୍ଘ ତିନି ଦିନ ଧରି ରାତ୍ରୀରେ କିଚକ ବଧ ଓ ଶ୍ରୀରାମ ରାଘବ ନାଟ୍ୟ କଲା ପରିଷଦ, ବାବୁ ଉଲବା ଗ୍ରାମର ବ୍ଲକ ସଇଁତଲା  ଶେଷ ରଜନୀ ରେ ହୋଇଥିଲା Iଏହି ଉତ୍ସବରେ ଚନ୍ଦନ ଯାତ୍ରା ଦେଖିବାକୁ ଅନେକ ଗ୍ରାମରୁ ହଜାର ହଜାର ସଂଖ୍ୟାରେ ଭକ୍ତମାନେ ଆସିଥଲେ I ଗୌନ୍ତିଆପଡ଼ାବାସୀ ପକ୍ଷରୁ ସମସ୍ତ ଭକ୍ତମାନଙ୍କ ପାଇଁ ଅନ୍ନ ପ୍ରସାଦ, ଥଣ୍ଡା ପାଣି, ବେଲ ପଣା ବ୍ୟବସ୍ଥା କରାଯାଇଥିଲା Iଏଥିରେ କର୍ତ୍ତା ଭାବେ ଗାଁର ଗୌନ୍ତିଆ ଅଇବଲ ମାଝୀ ଓ ତାଙ୍କର ଧର୍ମପତ୍ନୀ ବିଳାସ ମାଝୀ Iପୂଜକ ଭାବେ ସଞ୍ଜୀବ ଶତପଥୀ ଓ ତାଙ୍କର ସହଯୋଗୀ ପଞ୍ଚାନନ ଥନାପତି କମିଟି ପକ୍ଷରୁ ନରହରି ମାଝୀ,ଉପେନ୍ଦ୍ର ମାଝୀ, ନାରାୟଣ ମାଝୀ, ଉଦ୍ଧବ ମାଝୀ, ରଇତାଲ ମାଝୀ, ପିତାମ୍ବର ସେଠ, ରମେଶ ମାଝୀ, ଚଞ୍ଚଳ ମାଝୀ, ସୁବଳ ଚନ୍ଦନ, ପଣ୍ଡିତ ମାଝୀ, ଦିନେଶ ମାଝୀ, ପୂର୍ଣ୍ଣଚନ୍ଦ୍ର ସେଠ, ଜଗଦୀଶ ମାଝୀଙ୍କ ସହ ସମସ୍ତ କମିଟି ସଦସ୍ୟ ଓ ଗୌନ୍ତିଆପଡ଼ାବାସୀ ଉପସ୍ଥିତ ରହି ଚନ୍ଦନ ଯାତ୍ରା ମହୋତ୍ସଵର ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ତୁଲାଇ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026

You Might Also Like