-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||     

HOME   ଜିଲ୍ଲା

ଶିକ୍ଷା ଓ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଲକ୍ଷେଘର ସମାଜର ଲକ୍ଷ୍ୟ

14-May-2025



କୁଚିଣ୍ଡା(ସିଲୁ ସୁନାନୀ): ସମ୍ବଲପୁର ଜିଲ୍ଲା କୁଚିଣ୍ଡା ସ୍ଥିତ ସାମ୍ବାଦିକ ଭବନ ଠାରେ ଉପଖଣ୍ଡସ୍ତରୀୟ ଉନ୍ନତି ପଥରେ ଲକ୍ଷେ ଘର ସମାଜ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ସମାଜର ଆର୍ଥିକ ସ୍ଥିତି ସୁଦୃଢ଼ ହୋଇ ଉନ୍ନତି ପଥରେ ଅଗ୍ରସର ହେବା ଏବଂ ଏହା ସହିତ ସମାଜ ଉପରେ ଶିକ୍ଷାର ସ୍ଥିତି ସହିତ ଉନ୍ନତିର ପଥରେ କିପରି ଅଗ୍ରସର ହେବା ସେ ଦିଗରେ ସବିଶେଷ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଥିଲା। ସମାଜରେ ପ୍ରଚଳିତ ବିଭିନ୍ନ ପ୍ରକାରକୁ ସଂସ୍କାରକୁ ସମାଜରୁ ସମ୍ପୂର୍ଣ୍ଣ ଭାବେ ଦୂର କରି ଆର୍ଥିକ ଏବଂ ଶୈକ୍ଷିକ ସ୍ଥିତି ତଥା ସମ୍ପୂର୍ଣ୍ଣ ଭାବେ ସମାଜର ବିକାଶ କରିବା ଉକ୍ତ ବୈଠକର ମୁଖ୍ୟ ଆଭିମୁଖ୍ୟ ବୋଲି ଆଲୋକପାତ କରିଥିଲେ। ଉକ୍ତ ବୈଠକରେ ଅବସରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦନ ନିଖଣ୍ଡିଆ,ଅବସରପ୍ରାପ୍ତ ଶିକ୍ଷା ଅଧିକାରୀ ଗୈାରାଙ୍ଗ କୁସୁମ, ଶିକ୍ଷକ ଟେଭାକର ବାକ୍ରା,ବିନୋଦ ସିଂ,ଭାନୁ ଚନ୍ଦ୍ର କୁସୁମ, କୁଚିଣ୍ଡା କେନ୍ଦ୍ର ଗୁଡ଼ି ସଭାପତି ସୋମବାରୁ ବୁଡା, ସମ୍ପାଦକ ଲିଙ୍ଗରାଜ ବାଘ, ବାମରା କେନ୍ଦ୍ର ଗୁଡ଼ି ସଭାପତି ଭିକ ନିଖଣ୍ଡିଆ, ଜମନକିରା କେନ୍ଦ୍ର ଗୁଡ଼ି ଉପସଭାପତି ତଥା ସମାଜ ସୁଧାରକ ଶ୍ରଦ୍ଧାକର ଜୟପୁରିଆ,ବାଉଁଶଲଗା ପଞ୍ଚାୟତ ଗୁଡ଼ି ସଭାପତି ଦାମୋଦର ସିଂ, ଖବରଦାତା ରିଙ୍କୁ କୁସୁମ,ଚତୁର୍ଭୁଜ ଜୟପୁରିଆ ସିଲୁ ସୁନାନୀ, ପିଣ୍ଟୁ ଦଶଭାୟା, ଟଙ୍କଧର କୁସୁମ,ଗିରିଜା ଶଙ୍କର ପାତ୍ର,ସ୍ବେଚ୍ଛାସେବୀ ଓମ ବୁଡା ପ୍ରମୁଖ ଉପସ୍ଥିତ ରହିଥିଲେ।ଏହି କାର୍ଯ୍ୟକ୍ରମ କୁ ଆକାଶବାଣୀ କଳାକାର ପଙ୍କଜ ଜୟପୁରିଆ ପରିଚାଳନା କରିଥିବା ବେଳେ, ଶେଷରେ ଦୂରଦର୍ଶନ କଳାକାର ଅଶୋକ ଜୟପୁରିଆ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026

You Might Also Like