-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ମାର୍କେଡ ୟାଡ ଖୋଲିଲା ହେଲେ ଚାଷୀ ହାତରେ ଟୋକନ ନାହିଁ,,,,, ସେଟଲାଇଟ୍ ନିର୍ଣ୍ଣୟ କରୁଛି ଟୋକନ ପରିମାଣ

14-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲାରେ ନିର୍ବାଚିତ ପ୍ରତିନିଧି ଏବଂ ଜିଲ୍ଲା ପ୍ରଶାସନ ତରଫରୁ ରବି ଋତୁର ଧାନ ବିକ୍ରି ପାଇଁ  ବିଭିନ୍ନ ଧାନ ମଣ୍ଡି ଉଦ୍ଘାଟନ କରାଯାଇଛି। ଏହି ସମୟରେ ଜୟ କିସାନ ଆନ୍ଦୋଳନର ଏକ ପ୍ରତିନିଧି ମଣ୍ଡଳୀ ଟୋକନ ଜନିତ ସମସ୍ୟାକୁ ନେଇ  ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇ ଲିଖିତ ଅଭିଯୋଗ କରିଛନ୍ତି। ଚଳିତ ବର୍ଷ ରବି ଫସଲ ସମୟରେ ରୋଗ ପୋକ ଓ କାଳବୈଶାଖୀର ତାଣ୍ଡବ ନୃତ୍ୟରେ ଚାଷୀମାନଙ୍କୁ ବହୁ କ୍ଷତି ସହିବାକୁ ପଡିଛି ଏବଂ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡିଛି  । ଏବେ ଯେତେବେଳେ ଧାନ ବିକ୍ରି କରିବାର ସମୟ ଆସିଛି ସେତେବେଳେ ଟୋକନ ଆସିଛି ମାତ୍ର ୩ ୪ କ୍ବିଣ୍ଟାଲର।  ପଞ୍ଜିକରଣ ସମୟରେ ଉପଯୁକ୍ତ କାଗଜ ପତ୍ର ଦେଇଥିଲେ ସୁଦ୍ଧା ଏପରି ସମସ୍ୟା ଦେଖିବାକୁ ମିଳିଛି। ଭଟଲି ବ୍ଲକ ସୁଲୁସୁଲିଆ ଗ୍ରାମର ଚାଷୀ ବାସୁଦେବ ସାହୁଙ୍କ ଧାନ ବିକ୍ରି ପାଇଁ ଟୋକନ ଆସିଛି ମାତ୍ର ୩ କ୍ବିଣ୍ଟାଲ  ୧୨ କେଜି , ନାରଙ୍ଗପୁର ଗ୍ରାମ ର ଚାଷୀ  କାର୍ତ୍ତିକ ନାୟକ ଙ୍କ ୧୧ କ୍ବିଣ୍ଟାଲ ୭୦ କେଜି,  ସେହିପରି  ସୋହେଲା ବ୍ଲକ ସାମକଟା ର ଚାଷୀ ସୁରଶେନ ବାରିକ ଙ୍କ ୪୪ କ୍ବିଣ୍ଟାଲ ୭୦ କେଜି ।

ଏହି ପରିପ୍ରେକ୍ଷୀରେ ଉପନିବନ୍ଧକ ବରଗଡ଼ କହୁଛନ୍ତି ଯେ ସେଟଲାଇଟ୍ ସର୍ଭେରେ ଏହା କଟିଛି। ଏବଂ ସଂପୃକ୍ତ ଚାଷୀମାନେ ପ୍ରାଥମିକ କୃଷି ସମବାୟ ସମିତିରେ ରେ ଅଭିଯୋଗ କଲେ ଆମେ ରାଜସ୍ୱ ନିରୀକ୍ଷକଙ୍କ ମାଧ୍ୟମରେ ଆଉ ଥରେ ଜମି କୁ ଯାଇ ସର୍ଭେ କରି ଭୁବନେଶ୍ବର ପଠେଇ ଦେବୁ। ସେଟଲାଇଟ୍ ର ଭୁଲ ସର୍ଭେ ଯୋଗୁଁ ଚାଷୀମାନେ ଏପରି କ୍ଷତି ସହୁଛନ୍ତି ବୋଲି ସଂଗଠନ ତରଫରୁ ଅଭିଯୋଗ କରାଯାଇଛି। ଚାଷୀ କେତେ କଷ୍ଟରେ ଧାର କରଜ କରି ଚାଷ କରି ଧାନ ବିକ୍ରି କରି ପରିବାର ପରିପୋଷଣ କରିବା ଆଶା ରଖିଥିଲା କିନ୍ତୁ କେତେବଳେ ପ୍ରକୃତି ତ ଆଉ କେତେବେଳେ ସରକାରଙ୍କ ଭୁଲ ନୀତି କାରଣରୁ ହନ୍ତସନ୍ତ ହେଉଥିବା ପରିଲକ୍ଷିତ ହୋଇଛି। ଜିଲ୍ଲାପାଳଙ୍କ  ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁଙ୍କ ସହିତ ଆଲୋଚନା କରି ଏକ ଲିଖିତ ଅଭିଯୋଗ ଦେଇଥିଲେ। ଏହି ସମୟରେ ଜୟ କିସାନ ଆନ୍ଦୋଳନର ଜିଲ୍ଲା ସାଧାରଣ ସଂପାଦକ ହର ବଣିଆଁ, ସୁରେନ୍ଦ୍ର ମେହେର, ସୁରଶେନ ବାରିକ, ତପୋବନ୍ତ ନାୟକ, ବିଜୟ ପ୍ରଧାନ କିଶୋର ସାହୁ ପ୍ରମୁଖ ଚାଷି ନେତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like