-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ*- - *ସାବାର୍ଡ ହେଲେ ଅମାନିଆ ଗାଡ଼ି ଚାଳକ*-

14-May-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଆଜି ଅପରାହ୍ନ ରୁ ସନ୍ଧ୍ୟା ପର୍ଯ୍ୟନ୍ତ ବ୍ଲକ ଛକ, ସୋନପୁର ଠାରେ ପଶ୍ଚିମ ଓଡିଶା ଟ୍ରାଫିକ ସଚେତନତା ସଂସ୍ଥା ଓ ଆଞ୍ଚଳିକ ପରିବହନ ବିଭାଗ ସୁବର୍ଣ୍ଣପୁର ର ମିଳିତ ସହଯୋଗ ରେ  ଏକ ସଡକ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଟ୍ରାଫିକ ସଚେତନତା ସଂସ୍ଥା ର ସଂଯୋଜକ ଚନ୍ଦ୍ର ଶେଖର ଭରା ସାଗର ଙ୍କ ସଂଯୋଜୋନା ରେ ଉକ୍ତ କାର୍ଯ୍ୟକ୍ରମ ରେ ଆଞ୍ଚଳିକ ପରିବହନ ଅଧିକାରୀ ସୁବର୍ଣ୍ଣପୁର ଅକ୍ଷୟ କୁମାର ଜେନା ମୋଟର ଯାନ ନୀରିକ୍ଷକ, ସୁବର୍ଣ୍ଣପୁର ଓ ପରିବହନ ବିଭାଗ ର ସମସ୍ତ କର୍ମଚାରୀଙ୍କ ସମେତ ପୋଲିସ ବିଭାଗ ର ଡେପୁଟି ପୋଲିସ ଅଧିକ୍ଷକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ଶବର , ସହାୟକ ସବ ଇନ୍ସପେକଟର ଶ୍ରୀ ସୁଶୀଲ ବିଶୀଙ୍କ ସମେତ ଅନ୍ୟାନ୍ୟ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ । ଅମାନିଆ ଗାଡି ଚାଳକଙ୍କୁ ଅଟକାଇ କଡାକଡି ଭାବରେ କାଗଜ ପତ୍ର ଯାଞ୍ଚ କରାଯାଇଥିଲା ।
ଏଥିରେ ବିନା ହେଲମେଟ ଓ ଲାଇସେନ୍ସ ନ ଥିବା  ୧୫ ଜଣ ଗାଡ଼ି ଚାଳକ ଙ୍କ ବିରୋଧରେ ଚାଲାଣ କଟା ଯାଇଥିଲା l  ଦୁଇ ଜଣ ମଦ୍ୟପ ଚାଳକ ଙ୍କ ଗାଡି କୁ ଜବତ କରିବା ସଂଗେସଂଗେ ଏକ ନାବାଳକ ଗାଡି ଚାଳକ ର ଗାଡିକୁ ଜୋରିମାନା ମଧ୍ୟ କରା ଯାଇଥିଲା । ଆଗକୁ ଏହି କାର୍ଯ୍ୟକ୍ରମ ବ୍ୟାପକ ଭାବରେ ଯାଞ୍ଚ କରାଯିବ ବୋଲି  ଆଞ୍ଚଳିକ ପରିବହନ ଅଧିକାରୀ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ଅକ୍ଷୟ କୁମାର ଜେନା ଜନ ସାଧାରଣଙ୍କୁ ମିଡିଆ ମାଧ୍ୟମ ରେ ଅବଗତ କରାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like