-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

15-May-2025




ରିପୋର୍ଟ: ସୁପ୍ରିୟା ଷଡଙ୍ଗୀ

ସୈନିକ ମାନଙ୍କ ଅଦମ୍ୟ ସାହସ ଓ ପରାକ୍ରମକୁ  ସମ୍ମାନ ଜଣାଇ ଶୋଭାଯାତ୍ରା

ରାୟଗଡ:  ପହଲଗାଁ ଆକ୍ରମଣର ପ୍ରତିଶୋଧ ଓ ଅପରେସନ ସିନ୍ଦୁର ଜରିଆରେ ଆତଙ୍କୀ ଉପରେ ଭାରତର ବିଜୟ ଓ ତିନି ସେନାର ବୀରତ୍ୱ ସମ୍ପର୍କରେ ଦେଶବାସୀ ତ୍ରିରଙ୍ଗା ଯାତ୍ରା ମାଧ୍ୟମରେ ଲୋକଙ୍କୁ ଅବଗତ କରାଇବା ଅବସରରେ ଭାରତୀୟ ସେନାର ମନବଳକୁ ଆହୁରି ଦୃଢ଼ କରିବା ଓ ଆମ ବୀର ଯବାନମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ  ଆଜି ରାୟଗଡା ଜିଲ୍ଲାପାଳଙ୍କ  କାର୍ଯ୍ୟାଳୟ ଛକ ଠାରୁ ଗାନ୍ଧୀ ପାର୍କ ପର୍ଯ୍ୟନ୍ତ "ପରାକ୍ରମ ଶୋଭାଯାତ୍ରା" ଆୟୋଜିତ ହୋଇଛି । ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ଏହି ଶୋଭାଯାତ୍ରାକୁ ଶ୍ରୀମତୀ ପାରୁଲ ପଟାୱରୀ, ଜିଲ୍ଲାପାଳ, ରାୟଗଡ଼ ମୁଖ୍ୟ ଅତିଥି ଭlବରେ ଯୋଗଦାନ କରି ମୋଟର ସାଇକେଲ ଶୋଭାଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି l ଏହି କାର୍ଯ୍ୟକ୍ରମରେ ଶ୍ରୀ ନବୀନ ଚନ୍ଦ୍ର ନାୟକ,ଅତିରକ୍ତ ଜିଲ୍ଲାପାଳ,

ରାୟଗଡ଼, ଶ୍ରୀ ନିହାର ରଞ୍ଜନ କହଁର, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ), ଶ୍ରୀ ରମେଶ କୁମାର ଜେନା, ଉପଜିଲ୍ଲାପାଳ,ଶ୍ରୀ ଚନ୍ଦ୍ର କାନ୍ତ ମାଝୀ, ପ୍ରକଳ୍ପ ପ୍ରଶାସକ, ଆଇଟିଡ଼ିଏ, ରାୟଗଡ଼, ପୌର ନିର୍ବାହୀ ଅଧିକାରୀ କୁଲଦୀପ କୁମାର ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତି ଥିଲେ l ଏହି ଶୋଭାଯାତ୍ରାରେ ସିଆରପିଏଫ ବାହିନୀ, ସ୍ଥାନୀୟ ପୋଲିସ, ରାୟଗଡ଼ ମହାବିଦ୍ୟାଳୟ ମହିଳା ମହାବିଦ୍ୟାଳୟର

ସମର ଶିକ୍ଷାର୍ଥୀ ବାହିନୀ ବିଭିନ୍ନ ବିଭାଗର ସରକାରୀ କର୍ମଚାରୀ, ପଦାଧିକାରୀ,ଦଳଗତ ନିର୍ବିଶେଷରେ ବିଭିନ୍ନ ଦଳର କର୍ମକର୍ତ୍ତା, ବରିଷ୍ଠ ନାଗରିକ କଲ୍ୟାଣ ସଙ୍ଘ, ପ୍ରେମ ପାହାଡ଼ ୱାକର୍ଷ କ୍ଲବ, ଜିସିଡ଼ି ୱାକର୍ଷ କ୍ଳବ, ବିକଳ୍ପ ସଙ୍ଘ, ନlଗlବଳି ଲୟନ୍ସ କ୍ଲବ, ଶକ୍ତି ବାହନି, ବ୍ରାହ୍ମଣ ସହିତ, ପୌର ପରିଷଦର ଉପ ନଗରପାଳ  ଓ ପରିଷଦ ବର୍ଗ, ରାୟଗଡ ଜନସାଧାରଣ, ସାମ୍ବାଦିକ ଆଦି ବହୁ ସଂଖ୍ୟାରେ ଯୋଗଦାନ କରି ଭାରତମାତା କି ଜୟ ଧ୍ୱନିରେ ଜିଲ୍ଲାପାଳଙ୍କ ଛକରୁ ବାହାରି ବ୍ଲକ ଛକ, ସାଇ ଇଣ୍ଟେରନେଶୀନାଲ ଛକ ରୁ ରିଳା୍ୟାନ୍ସ ଜିଓ ମାର୍ଟ ଛକରୁ ପ୍ରତ୍ୟାବର୍ତନ କରି କପିଳାଶ ଛକ ରୁ ରେଲୱେଇ ଅଭର ବ୍ରିଜ ଦେଇ କୋରାପୁଟ ଛକ ଟାଉନ ଥାନା ଦେଇ ସ୍ଥାନୀୟ ମହାତ୍ମା ଗାନ୍ଧୀ ପ୍ରମୋଦ ଉଦ୍ୟାନ ପର୍ଯ୍ୟନ୍ତ ଯାଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like