-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ରାଜ୍ୟ

ସକମା ପଂଚାୟତର ୫୦ ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ କଂଗ୍ରେସ ରେ ସାମିଲ

15-May-2025



ନରସିଂହ ସମରେନ୍ଦ୍ରଙ୍କ ବିକାଶମୂଖୀ ରାଜନୀତିକୁ ଲୋକେ କଲେ ବିଶ୍ୱାସ

ବଲାଙ୍ଗିର,- ବଲାଙ୍ଗିର ସଦର ବ୍ଲକ ସ୍ଥିତ ସକମା ପଂଚାୟତର କୁଟୁରାପାଲି ଗାଁ ରୁ ୫୦ ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ବାସଭବନ ସ୍ଥିତ କାର୍ଯ୍ୟାଳୟକୁ ଆସି କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି । ଦଳରେ ସାମିଲ ହେବା ଅବସରରେ ସେମାନେ କହିଛନ୍ତି ବିଜେଡିର ୨୪ ବର୍ଷର ଶାସନ ରେ ସେମାନେ ନରସିଂହ ମିଶ୍ରଙ୍କ ୧୦ ବର୍ଷର ବିକାଶମୂଖୀ ନେତୃତ୍ୱ କୁ ଭୁଲି ପାରିବେ ନାହିଁ । ଯଦି ଓ ସେମାନେ ବିଜେଡି ଦଳରେ ଥିଲେ ତଥାପି ମଧ୍ୟ ନରସିଂହ ଓ ଯୁବନେତା ସମରେନ୍ଦ୍ର ଙ୍କ ବିକାଶମୂଖୀ ରାଜନୀତି ପ୍ରତି ବିଶେଷ ଭାବେ ଆକୃଷ୍ଟ ହୋଇଛନ୍ତି । କ୍ଷମତାରେ ଥାନ୍ତୁ ନା ଥାନ୍ତୁ

କଂଗ୍ରେସ ଦଳ ଓ ଏହାର ନେତୃତ୍ୱ ସବୁବେଳେ ସମାଜର ଅବହେଳିତ, ନିଷ୍ପସିତ, ଗରିବ, ଖଟିଖିଆ, ମହିଳା ଓ ପୁରୁଷମାନଙ୍କର ହିତ ପାଇଁ କାମ କରିଥାନ୍ତି । ତେଣୁ ଆଜି ଗାଁର ମହିଳା ଓ ପୁରୁଷମାନେ କଂଗ୍ରେସ ଦଳର ନୀତି ଆଦର୍ଶ, ସେବା ମନୋଭାବ ଓ ନରସିଂହ-ସମରେନ୍ଦ୍ରଙ୍କ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ କରି କଂଗ୍ରେସ ଦଳରେ ଯୋଗଦାନ କରିଛନ୍ତି ବୋଲି ପ୍ରତିକ୍ରିୟାରେ କହିଛନ୍ତି । ମିଶ୍ରଣ ସମାରୋହରେ ପୂର୍ବତନ ଆଇନମନ୍ତ୍ରୀ ଶ୍ରୀ ମିଶ୍ର ସମସ୍ତ ଗ୍ରାମବାସୀଙ୍କୁ ସ୍ୱାଗତ କରିବା ସହ ଫୁଲ ଓ ଉତ୍ତରୀୟ ଦେଇ କଂଗ୍ରେସ ଦଳରେ ସାମିଲ କରିଥିଲେ । ସେ କହିଥିଲେ ଲୋକେ କଂଗ୍ରେସ ଦଳ ଓ ତାଙ୍କ ନେତୃତ୍ୱକୁ ଆସ୍ଥା ପ୍ରକଟ କରିଥିବାରୁ ନିଶ୍ଚିତ ଭାବରେ ଲୋକେ ଧନ୍ୟବାଦର ପାତ୍ର । ଆଗାମୀ ଦିନରେ ସରକାରଙ୍କ ଲୋକ ବିରୋଧି, ବିକାଶ ବିରୋଧି ମନୋଭାବକୁ ବଦଳାଇବା ପାଇଁ ରାଜନୈତିକ

ସ୍ତରରେ ପ୍ରବଳ ଚାପ ପକାଯିବ ଏବଂ ଲୋକଙ୍କ ସାମଗ୍ରିକ ବିକାଶ ଯେପରି ହୋଇପାରିବ ସେ ଦିଗରେ ତାଙ୍କ ଦଳ ଓ ସେ ନିଜେ ନିଶ୍ଚିତ ଭାବେ ପଦକ୍ଷେପ ନେବେ ବୋଲି କହିଥିଲେ । ସକମା ପଂଚାୟତର ସମିତି ସଭ୍ୟ ସଂଜିବ କୁମାର ପ୍ରଧାନ ଓ ଲିପନ ପ୍ରଧାନ ଙ୍କ ନେତୃତ୍ୱରେ ଏ ମିଶ୍ରଣ ସମାରୋହ ଆୟୋଜନ ହୋଇଥିଲା । କୁଟ୍ରାପାଲି ତଲିପଡାର ଜଗନ୍ନାଥ ବଗର୍ତ୍ତି, ପ୍ରଦୀପ ପ୍ରଧାନ, ଶିବ ପ୍ରଧାନ, ଲିଙ୍ଗରାଜ ପ୍ରଧାନ, ଇନ୍ଦ୍ର ମହାକୁର, ମାର୍କଣ୍ଡ ଚନ୍ଦନ, ଦୁର୍ଯ୍ୟୋଧନ ମହାକୁର, ରୁଦ୍ର ପ୍ରଧାନ, ମହାଦେବ ମହାକୁର, ମାୟାଧର ସେଠ, ପ୍ରବୀଣ ସେଠ, ପଂଚା ଚନ୍ଦନ, ଟଙ୍କଧର ଚନ୍ଦନ, ଜିତ ଚନ୍ଦନ, ପବିତ୍ର ପ୍ରଧାନ, ଲଳିନା ସାହୁ, କୁମଦିନୀ ଚନ୍ଦନ, ଆନନ୍ଦିନୀ ପଧାନ, ରଂଜିତା ବଗର୍ତ୍ତିଙ୍କ ସମେତ ୫୦ ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ କଂଗ୍ରେସ ଦଳରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like